Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ଆରସିକୁ ନେଇ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ମଧ୍ୟରେ ଚାଲିଛି ବିବାଦ : ଭୂପେଶ ବଘେଲ
ଆଜିର ଖବର

ଏନ୍‌ଆରସିକୁ ନେଇ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ମଧ୍ୟରେ ଚାଲିଛି ବିବାଦ : ଭୂପେଶ ବଘେଲ

January 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡ଼ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌) ଲାଗୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିବା ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା କହିଛନ୍ତି। ରାୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବଘେଲା ଏଭଳି ମନ୍ତବ୍ୟ ଦେଇଛନ୍ତି। ମୋଦି ଏନ୍‌ଆର୍‌ସି ଲାଗୁ ନ କରିବାକୁ କହୁଥିବାବେଳେ ଗୃହମନ୍ତ୍ରୀ ଅମିତ୍‌ ଶାହା ଏହାକୁ ସିଏଏର ଅଂଶ ବିଶେଷ ବୋଲି କହୁଛନ୍ତି। ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଏପରି ବିବାଦ ପାଇଁ ସାଧାରଣ ଲୋକେ ପେଶି ହେଉଛନ୍ତି । ଆଜି ଦେଶରେ ଆର୍ଥିକ ମାନ୍ଦାବସ୍ଥା, ବେରୋଜଗାର ରହିଥିବାବେଳେ ଏହାର ଚର୍ଚ୍ଚା ନାହିଁ । ଚର୍ଚ୍ଚା ତ କେବଳ ନାଗରିକତାର ହେଉଛି । ବଘେଲ ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡ଼ରେ ଗରିବ ରେଖା ତଳେ ରହୁଥିବା ଲୋକକଙ୍କ ସଂଖ୍ୟା ସର୍ବାଧିକ । ଏମାନଙ୍କ ପାଖରେ ଜମି ନାହିଁ, ଏମାନେ ସ୍କୁଲ ମଧ୍ୟ ଯାଇନାହାନ୍ତି । ଏମାନେ ନିଜକୁ କିପରି ଭାରତୀୟ ନାଗରିକ ବୋଲି ପ୍ରମାଣ କରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସାମରେ ଏନ୍‌ଆରସି ଲାଗୁ ହେଲା ସେଠାରେ ଲୋକେ ବହୁତ ହଇରାଣ ହେଲେ । ସେହିପରି ଫୁଲ୍‌ଓ୍ବାମା ଆକ୍ରମଣ ଉପରେ ପ୍ରଶ୍ନ ଉଠାଇ କହିଛନ୍ତି ଯେ, ଏହି ଘଟଣା ପାଇଁ ଦାୟୀ କିଏ ? (ଏଜେନ୍ସି)

amitshah bhupeshbaghel narendramodi
Share. Facebook Twitter LinkedIn Email WhatsApp Copy Link

Related Posts

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026
Latest News

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.