Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଟି ବାଣ୍ଟିବେ ଗେହେଲଟ୍‌ ସରକାର : ଆଦିବାସୀ ଛାତ୍ରୀଙ୍କୁ ମିଳିବ ଛଅ ହଜାର ସ୍କୁଟି
ଆଜିର ଖବର

ସ୍କୁଟି ବାଣ୍ଟିବେ ଗେହେଲଟ୍‌ ସରକାର : ଆଦିବାସୀ ଛାତ୍ରୀଙ୍କୁ ମିଳିବ ଛଅ ହଜାର ସ୍କୁଟି

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜସ୍ଥାନ : ବାଳିକା ଶିକ୍ଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜସ୍ଥାନ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ୍‌ ଆଦିବାସୀ ଛାତ୍ରୀମାନଙ୍କୁ ସ୍କୁଟି ଦେବାର ଯୋଜନା ପ୍ରସ୍ତୁତ କରିଛନ୍ତି।  ଏହି ଯୋଜନାକୁ ମଞ୍ଜୁରୀ ପ୍ରଦାନ କରି ଚଳିତ ଆର୍ଥିକ ବର୍ଷ 2019-20ରେ ଆଦିବାସୀ ବିଭାଗକୁ ଆଦିବାସୀ ଛାତ୍ରଙ୍କୁ 6ହଜାର ସ୍କୁଟି ବଣ୍ଟାଯିବ । ଏହାଦ୍ବାରା ଆଦିବାସୀ ଛାତ୍ରୀଙ୍କ ମଧ୍ୟରେ ଉଚ୍ଚ ଶିକ୍ଷା ନେଇ ବିଦ୍ୟାର୍ଥୀଙ୍କ ରୁଚି ବଢିବ ।

ଅଶୋକ ଗେହଲଟଙ୍କ ଏହି ପଦକ୍ଷେପକୁ ସମସ୍ତେ ସ୍ବାଗତ କରିଛନ୍ତି । ପୂର୍ବରୁ ଆଦିବାସୀ ଛାତ୍ରଙ୍କୁ  4ହଜାର ସ୍କୁଟି ବଣ୍ଟାଯଉଥିଲା ଯାହାକୁ ଏବେ ଛଅ ହଜାରକୁ ବୃଦ୍ଧି କରାଯାଇଛି ।

ସରକାରଙ୍କ ତରଫରୁ ଜାରି ହୋଇଥିବା ଏକ ବୟାନରେ ମୁଖ୍ୟମନ୍ତ୍ରୀ ଗେହଲେଟ୍‌ ଦେବନାରାୟଣ ସ୍କୁଲ ସ୍କୁଟି ଯୋଜନା ଅନ୍ତର୍ଗତ ଏହି ସ୍କୁଟି ପ୍ରଦାନ କରିବେ । ଏତଦ୍‌ବ୍ୟବତୀତ ଗେହଲଟ୍‌ ‘କାଲୀବାଇ ଭିଲ୍‌ ମେଧାବୀ ଛାତ୍ର ସ୍କୁଟି ଯୋଜନା’କୁ ବି ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ଯୋଜନାରେ ସଂଖ୍ୟାଲଘୁ ଓ ଅନୁସୂଚିତ ଜାତିଙ୍କ ପାଇଁ ଉଦ୍ଦିଷ୍ଟ । ଏହି ଯୋଜନାରେ ସଂଖ୍ୟାଲଘୁ ଓ ଅନୁସୂଚିତ ଜାତିର ମେଧାବୀ ଛାତ୍ରଙ୍କୁ ସରକାରଙ୍କ ତରଫରୁ ସ୍କୁଟର ପ୍ରଦାନ କରଯିବ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.