Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୃଥ୍ବୀ ଶଙ୍କ ଶତକ : ନ୍ୟୁଜିଲ୍ୟାଣ୍ଡ ‘ଏ’କୁ 12 ରନ୍‌ରେ ପରାସ୍ତ କଲା ଭାରତ
ଆଜିର ଖବର

ପୃଥ୍ବୀ ଶଙ୍କ ଶତକ : ନ୍ୟୁଜିଲ୍ୟାଣ୍ଡ ‘ଏ’କୁ 12 ରନ୍‌ରେ ପରାସ୍ତ କଲା ଭାରତ

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅକଲ୍ୟାଣ୍ଡ : ନ୍ୟୁଜିଲାଣ୍ଡ ଗସ୍ତରେ ରହିଥିବା ଭାରତୀୟ ଦଳ ଦ୍ବିତୀୟ ମ୍ୟାଚ୍‌ରେ ଭାରତ ଏ ବିଜୟୀ ହୋଇଛି । ପୃଥ୍ବୀ ଶ‘ଙ୍କ 150 ରନ୍‌ ବଳରେ ଭାରତ 372 ରନ୍‌ ସଂଗ୍ରହ କରିଥିବା ବେଳେ ନ୍ୟୁଜିଲ୍ୟାଣ୍ଡ ବିଜୟ ଠାରୁ 12 ରନ୍‌ ପଛରେ ରହିଥିଲା । ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିଥିବା ବେଳେ ପୃଥ୍ବୀ ଶ 100 ବଲ୍‌ର ସମ୍ମୁଖୀନ ହୋଇ 150 ରନ୍‌ କରିଥିଲେ । ପୃଥ୍ବୀଙ୍କ ଇନିଂସରେ 22ଟି ଚୌକା ଏବଂ 2ଟି ଛକ୍କା ସାମିଲ ଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବିଜୟ ଶଙ୍କର 41 ଟି ବଲ୍‌ରୁ 6 ଚୌକା ସହାୟତାରେ 58 ରନ୍‌ ସଂଗ୍ରହ କରିଥିଲେ । ଜବାବରେ ନ୍ୟୁଜିଲାଣ୍ଡ ଜ୍ୟାକ୍‌ ବଏଲ୍‌ଙ୍କ130 ରନ୍‌ ସତ୍ତ୍ବେ ବିଜୟ ଠାରୁ 12 ରନ୍‌ ଦୂରରେ ରହିଥିଲା । ଭାରତ ପକ୍ଷରୁ ଇଶାନ ପୋରେଲ୍‌ ଏବଂ କୃଣାଲ ପାଣ୍ଡ୍ୟା ଦୁଇଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ମହମ୍ମଦ ସିରାଜ ଏବଂ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସୀ)

indiaA nzA PRITHVISHAW
Share. Facebook Twitter LinkedIn Email WhatsApp Copy Link

Related Posts

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Latest News

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.