Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବିଶ୍ବସନୀୟ ହେଲେ ବି ସତ : ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ 2 ଲକ୍ଷ ଡଲାର ସଂଗ୍ରହ କଲେ 6 ବର୍ଷୀୟ ବାଳକ
ଆଜିର ଖବର

ଅବିଶ୍ବସନୀୟ ହେଲେ ବି ସତ : ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ପାଇଁ 2 ଲକ୍ଷ ଡଲାର ସଂଗ୍ରହ କଲେ 6 ବର୍ଷୀୟ ବାଳକ

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନ୍ୟୁସାଉଥଓ୍ବେଲ୍‌ସ : ଅଷ୍ଟ୍ରେଲିଆର ଜଙ୍ଗଲ ନିଆଁର ଭୟାବହତାରେ 29 ରୁ ଅଧିକ ଲୋକଙ୍କ ପ୍ରାଣହାନି ଘଟିଥିବା ବେଳେ ବିଶ୍ବ ସମୁଦାୟଙ୍କ ପକ୍ଷରୁ ସହାୟତାର ହାତ ବଢା ଯାଇଥିଲା । ବିଭିନ୍ନ ସେଲିବ୍ରିଟି ଏବଂ କ୍ରୀଡାବିତ୍‌ଙ୍କ ପକ୍ଷରୁ ସହାୟତା କରାଯାଉଥିବା ବେଳେ ଏହି ଧାରାରେ ନିଜକୁ ସାମିଲ କରିଛନ୍ତି ଜଣେ 6 ବର୍ଷୀୟ ବାଳକ । ବାଳକ ଜଣକ ଜଙ୍ଗଲ ନିଆଁର ମୁକାବିଲା କରିବା ପାଇଁ 2 ଲକ୍ଷ ଡଲାରର ଅର୍ଥ ରାଶି ସଂଗ୍ରହ କରିଛନ୍ତି । 6 ବର୍ଷୀୟ ବାଳକଙ୍କ ନାମ ହେଉଛି କୋଲି ଓଏନ୍‌ । ମାଟିରେ ପ୍ରତିମୂର୍ତ୍ତି ନିର୍ମାଣ କରୁଥିବା ଏହି ବାଳକ ଜଣଙ୍କ କୋଆଲା ମୂର୍ତ୍ତି ନିର୍ମାଣ କରି ଏହି ଅର୍ଥ ରାଶି ସଂଗ୍ରହ କରିଛନ୍ତି । ଗୋ ଫାଉଣ୍ଡ ମି ସ୍ବେଚ୍ଛାସେବୀ ସଙ୍ଗଠନ ଜରିଆରେ ଓଏନ୍‌ ଏହି ପ୍ରତିମୂର୍ତ୍ତି ବିକ୍ରି କରିଛନ୍ତି । ଓଏନ୍‌ ସମୁଦାୟ 55ଟି ପ୍ରତିମୂର୍ତ୍ତି ବିକି ଏହି ଅର୍ଥ ସଂଗ୍ରହ କରିଛନ୍ତି । (ଏଜେନ୍ସୀ)

australiabushfire
Share. Facebook Twitter LinkedIn Email WhatsApp Copy Link

Related Posts

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025
Latest News

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.