Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଅଚଳ ହେଲା ହ୍ବାଟ୍ସଆପ୍‌ !
ଆଜିର ଖବର

ଭାରତରେ ଅଚଳ ହେଲା ହ୍ବାଟ୍ସଆପ୍‌ !

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଦୁଃସମ୍ବାଦ । ଭାରତରେ ଅଚଳ ହେଲା ହ୍ବାଟ୍ସଆପ୍‌ । ରବିବାର ଦିନ ଅପରାହ୍ନ 4.15ରୁ ଏହି ମେସେଜିଂ ପ୍ଲାଟଫର୍ମରେ ସମସ୍ୟା ଦେଖାଦେଇଛି । ଷ୍ଟିକର ଏବଂ ଫଟୋ ପଠାଇବାରେ ବ୍ୟବହାରକାରୀ ଅସଫଳ ହୋଇଥିଲେ । ଏହା ପରେ ହ୍ବାଟ୍ସଆପ୍‌ ପକ୍ଷରୁ ଏକ ସ୍ପଷ୍ଟୀକରଣ ସହିତ ବିଶ୍ବର କେଉଁ କେଉଁ ସ୍ଥାନରେ ମେସେଜିଂ ଆପ୍‌ରେ ସମସ୍ୟ ଦେଖାଦେଇଛି ତାହାର ଏକ ଫଟୋ ସେୟାର କରାଯାଇଥିଲା । କେବଳ ଭାରତ ନୁହେଁ ବରଂ ୟୁରୋପ୍‌, ମାଲେସିଆ, ଇଣ୍ଡୋନେସିଆ ଏବଂ ବ୍ରାଜିଲରେ ମଧ୍ୟ ହ୍ବାଟ୍ସଆପ୍‌ ଅଚଳ ରହିଥିଲା । ଫଟୋ, ଭିଡିଓ ଏବଂ ଷ୍ଟିକର ଯାଉନଥିବା ବେଳେ ଏହି ସମସ୍ୟାର ସମାଧାନ ପାଇଁ ପ୍ରୟାସ ଜାରି ରହିଛି ବୋଲି ହ୍ବାଟ୍ସଆପ୍‌ ପକ୍ଷରୁ କୁହାଯାଇଛି । (ଏଜେନ୍ସୀ)

india whatsapp
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026
Latest News

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.