Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଣବିକ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର କେ-4ର ସଫଳ ପରୀକ୍ଷଣ
ଆଜିର ଖବର

ଆଣବିକ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର କେ-4ର ସଫଳ ପରୀକ୍ଷଣ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ୍‌ : କ୍ଷେପଣାସ୍ତ୍ର ପରୀକ୍ଷଣ କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି । ଆଣବିକ ଅସ୍ତ୍ର ବହନ କ୍ଷମତା ରଖୁଥିବା କ୍ଷେପଣାସ୍ତ୍ର କେ-4ର ସଫଳ ପରୀକ୍ଷଣ କରାଯାଇଛି । ଅଣୁ ଅସ୍ତ୍ର ବାହକ ଏହି କ୍ଷେପଣାସ୍ତ୍ର ବୁଡାଜାହାଜରୁ ଉତ୍‌କ୍ଷେପଣ କରାଯାଇପାରିବ । ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା 3500 କିମି ରହିଥିବା ବେଳେ ଏହା ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ବୋଲି ଡିଆରଡିଓ ପକ୍ଷରୁ ପ୍ରକାଶ କରାଯାଇଛି । ଏହି କ୍ଷେପଣାସ୍ତ୍ର ଭାରତୀୟ ନୌସେନାରେ ସାମିଲ ହେଲେ ଏହା ନୌସେନାକୁ ଆହୁରି ଶକ୍ତିଶାଳୀ କରିବ । (ଏଜେନ୍ସୀ)

Drdo
Share. Facebook Twitter LinkedIn Email WhatsApp Copy Link

Related Posts

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026
Latest News

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.