Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଙ୍କଟରେ ଗଜରାଜ : ପୁଣି ଏକ ହାତୀଛୁଆାର ମୃତ୍ୟୁ
ଆଜିର ଖବର

ସଙ୍କଟରେ ଗଜରାଜ : ପୁଣି ଏକ ହାତୀଛୁଆାର ମୃତ୍ୟୁ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ପୁଣି ଏକ ହାତୀ ଛୁଆାର ମୃତ୍ୟୁ ଘଟିଛି । ରେଢାଖୋଲ ଡିଭିଜନ ବଡମାଳ ରେଞ୍ଜ ଅଧିନସ୍ଥ ସାଗଜୁରି ବିଟ୍‌ରେ ଏହି ଦୁର୍ଘଟଣା ଘଟିଛି । ବଡମାଳ ନିକଟସ୍ଥ କଉଡିଆପାଲି ଖସଡା ଜଙ୍ଗଲରେ ଏହି ହାତୀ ଛୁଆର ମୃତଦେହ ଜଙ୍ଗଲ ବିଭାଗ ଜବତ କରିଛି । ଦୁଇ ବର୍ଷର ଏହି ହାତୀ ଛୁଆଟି 3 ଦିନ ହେଲା ଜଙ୍ଗଲରେ ମରି ପଡିଥିବା ଜଣାପଡିଛି । ରେଢାଖୋଲ ଡିଏଫ୍‌ଓ ସଂଗ୍ରାମକେଶରୀ ବେହେରା ଖବର ପାଇ ଜଙ୍ଗଲକୁ ଯାଇ ହାତୀ ଛୁଆଟିର ମୃତ ଶରୀର ଉଦ୍ଧାର କରିଥିଲେ । ରେଞ୍ଜ ଅଫିସର ରମେଶ ପ୍ରସାଦ କର୍ଣ , ଡେପୁଟୀ ରେଞ୍ଜ ଅଫିସର ପ୍ରଦୀପ ସେଠୀ, ଫରେଷ୍ଟର ପ୍ରବୀଣ କୁମାର ପ୍ରଧାନ, ତ୍ରିନାଥ ଭବସାଗର ପ୍ରମୁଖ ଘଟଣା ସ୍ଥଳରେ ଉପସ୍ଥିତ ଥିଲେ । ମୃତ ହାତୀ ଛୁଆଟିକୁ ପ୍ରାଣୀଚିକିତ୍ସକ ପ୍ରଦୀପ ସାହୁ ବ୍ୟବଚ୍ଛେଦ କରିଥିଲେ ।

dfo elephant
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 27, 2026
Latest News

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.