Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ପରିବହନ ନିଗମ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ଆଜିର ଖବର

ଦିଲ୍ଲୀ ପରିବହନ ନିଗମ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : ଦିଲ୍ଲୀ ପରିବହନ ନିଗମ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି । ସିଭିଲ୍‌ ଲାଇନ୍ ସ୍ଥିତ ଦିଲ୍ଲୀ ପରିବହନ ନିଗମର କାର୍ଯ୍ୟାଳୟରେ ସୋମବାର ସକାଳ 8.38 ମିନିଟ୍‌ରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ସମ୍ପର୍କରେ ଦିଲ୍ଲୀ ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ ଅଗ୍ନିଶମ ବିଭାଗର 8ଟି ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଅଗ୍ନିକାଣ୍ଡର କାରଣ ଜଣାପଡି ନଥିଲେ ମଧ୍ୟ ସର୍ଟ ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । (ଏଜେନ୍ସୀ)

FIREBREAKOUT
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମରୁ ପ୍ରତିଶୋଧ, ପ୍ରତିଶୋଧରୁ ହତ୍ୟା! ବସ୍ତାରେ ମୃତଦେହ ନେଇ ଧରାପଡ଼ିଲା ପ୍ରେମିକ

September 15, 2026

ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ପୁରସ୍କାର! ଜାଣନ୍ତୁ କିଏ ପାଇବ ଏହି ଟଙ୍କା

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026
Latest News

ପ୍ରେମରୁ ପ୍ରତିଶୋଧ, ପ୍ରତିଶୋଧରୁ ହତ୍ୟା! ବସ୍ତାରେ ମୃତଦେହ ନେଇ ଧରାପଡ଼ିଲା ପ୍ରେମିକ

September 15, 2026

ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ପୁରସ୍କାର! ଜାଣନ୍ତୁ କିଏ ପାଇବ ଏହି ଟଙ୍କା

September 15, 2026

UPI ଦେୟ ଉପରେ ଫି’ ଲାଗିବ? ଅର୍ଥ ମନ୍ତ୍ରଣାଳୟର ବଡ଼ ସ୍ପଷ୍ଟୀକରଣ

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.