Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ଏନ୍‌କାଉଣ୍ଟର : ମହିଳା ମାଓବାଦୀ ମୃତ
ଆଜିର ଖବର

ଛତିଶଗଡରେ ଏନ୍‌କାଉଣ୍ଟର : ମହିଳା ମାଓବାଦୀ ମୃତ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟପୁର : ଛତିଶଗଡରେ ସୁରକ୍ଷା ବଳ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଛି । ଏହି ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ପ୍ରାଣ ହରାଇଛନ୍ତି । ଛତିଶଗଡର ବିଜାପୁରରେ ପୋଲିସ୍ ଏବଂ ସିଆରପିଏଫ୍‌ ପକ୍ଷରୁ ମିଳିତ ଭାବରେ କମ୍ବିଂ ଅପରେସନ୍‌ କରାଯାଉଥିବା ବେଳେ ଏହି ଏନ୍‌କାଉଣ୍ଟର ହୋଇଛି । ରବିବାର ରାତି 9ଟା ସମୟରେ 204 କୋବ୍ରା ବାଟାଲିୟନ୍‌ ଏବଂ ସିଆରପିଏଫ୍‌ର 168 ବାଟାଲିୟନ୍‌ ପକ୍ଷରୁ ଏହି କମ୍ବିଂ ଅପରେସନ୍‌ କରାଯାଇଥିଲା । ବିଜାପୁରର ଟେକାଲଗୁଡେମରେ କମ୍ବିଂ ସମୟରେ ମାଓବାଦୀଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିବା ବେଳେ ପ୍ରତି ଆକ୍ରମଣରେ ମହିଳା ମାଓବାଦୀ ପ୍ରାଣ ହରାଇଥିଲେ । ସୁରକ୍ଷା ବଳଙ୍କ ପକ୍ଷରୁ ମହିଳାଙ୍କ ମୃତ ଶରୀର ସହିତ ତିନୋଟି ରାଇଫଲ ଜବତ କରାଯାଇଥିବା ନେଇ ସୂଚନା ପ୍ରଦାନ କରାଯାଇଛି । ଏକାଧିକ ମାଓବାଦୀ ଲୁଚି ରହିଥିବା ନଇ ସୂଚନା ରହିଥିବା ବେଳେ ପୋଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । (ଏଜେନ୍ସୀ)

chhatishgarh cobra crpf femalemaoist
Share. Facebook Twitter LinkedIn Email WhatsApp Copy Link

Related Posts

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026
Latest News

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.