Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶାରଳା ମନ୍ଦିରରେ ରକ୍ତର ଛିଟା : ମନ୍ଦିର ପରିସରରେ ସେବାୟତଙ୍କୁ ଆକ୍ରମଣ
ଆଜିର ଖବର

ଶାରଳା ମନ୍ଦିରରେ ରକ୍ତର ଛିଟା : ମନ୍ଦିର ପରିସରରେ ସେବାୟତଙ୍କୁ ଆକ୍ରମଣ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ତିର୍ତ୍ତୋଲ : ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ଶାରଳା ମନ୍ଦିର ପରିସରରେ ଜଣେ ସେବାୟତଙ୍କୁ ଆକ୍ରମଣ କରାଯାଇଛି। ପୂର୍ବରୁ ଏକାଧିକ ବାର ସେବାୟତଙ୍କ ମଧ୍ୟରେ ଆକ୍ରମଣ ପ୍ରତିଆକ୍ରମଣ ଘଟୁଥିବାରୁ ମନ୍ଦିରକୁ ଆସିବା ପାଇଁ ଶ୍ରଦ୍ଧାଳୁ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ରବିବାର ମଧ୍ୟ ସମାନ ଭାବରେ ଜଣେ ସେବାୟତଙ୍କୁ ଆକ୍ରମଣ କରାଯାଇଥିବା ବେଳେ ସେ ଗୁରୁତର ଭାବରେ ଆହତ ହୋଇ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଶାରଳା ମନ୍ଦିର ସେବାୟତ ତ୍ରିଲୋଚନ ରାଉଳ (ଗୁଲା ନନା)ଙ୍କୁ ମନ୍ଦିର ଯାଉଥିବା ସମୟରେ ଆକ୍ରମଣ କରାଯାଇଥିଲା। ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ରହିଥିବା ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, ୧୩ ତାରିଖରେ ଜୁଆ ଖେଳୁଥିବା ଅଭିଯୋଗରେ ପୋଲିସ୍‌ କିଛି ସେବାୟତ ଏବଂ କନକପୁର ଗ୍ରାମର କିଛି ବ୍ୟକ୍ତିଙ୍କୁ ଗିରଫ କରିଥିଲା। ଗିରଫ ବ୍ୟକ୍ତି ଜାମିନରେ ଆସିଥିବା ବେଳେ ଏହି କାଣ୍ଡ ଘଟିଥିବା ଜଣାପଡିଛି। ଆକ୍ରମଣରେ ତ୍ରିଲୋଚନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଏନେଇ କୌଣସି ଲିଖିତ ଅଭିଯୋଗ କରାଯାଇନଥିଲେ ମଧ୍ୟ କନକପୁର ଫାଣ୍ଡି ଅଧିକାରୀ ଶ୍ରୀଚରଣ ରାଉତ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି।

jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.