Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଆସୁଛନ୍ତି ବିଜେପି ସାଂସଦ ରୂପା ଗାଙ୍ଗୁଲି, ନାଗରିକତା ସଂଶୋଧନ ଆଇନ ଜନଜାଗରଣ କାର୍ଯ୍ୟକ୍ରମରେ ଯୋଗ ଦେବେ
ଆଜିର ଖବର

ଓଡିଶା ଆସୁଛନ୍ତି ବିଜେପି ସାଂସଦ ରୂପା ଗାଙ୍ଗୁଲି, ନାଗରିକତା ସଂଶୋଧନ ଆଇନ ଜନଜାଗରଣ କାର୍ଯ୍ୟକ୍ରମରେ ଯୋଗ ଦେବେ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଜ୍ୟସଭା ସାଂସଦ ରୂପା ଗାଙ୍ଗୁଲି । ଗାଙ୍ଗୁଲି ନବରଙ୍ଗପୁର,ଜୟପୁର ଏବଂ ମାଲକାନଗିରିରେ ନାଗରିକତା ସଂଶୋଧନ ଆଇନ ଜନଜାଗରଣ କାର୍ଯ୍ୟକ୍ରମରେ ଯୋଗ ଦେବେ । ଗାଙ୍ଗୁଲି ଆସନ୍ତାକାଲି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ହେଲିକପ୍ଟର ଯୋଗେ ନବରଙ୍ଗପୁର ଜିଲ୍ଲା ରାଇଘର ଗସ୍ତ କରିବେ । ଗାଙ୍ଗୁଲି ରାଇଘର ମିନି ଷ୍ଟାଡିୟମରରେ ଅପରାହ୍ନ 1 ଟାରେ ପହଞ୍ଚି ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ ସାଧାରଣ ସଭାରେ ସମ୍ଭୋଧିତ କରିବେ । 22 ତାରିଖରେ ଗାଙ୍ଗୁଲି ମାଲକାନଗିରି ଠାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସଚେତନ କରାଇବେ ଏବଂ ଅପରାହ୍ନ ଗୋଟାଏରେ ଜୟପୁରରେ ପହଞ୍ଚି ନାଗରିକତା ସଂଶୋଧନ ଆଇନର ବିଭିନ୍ନ ଦିଗ ସଂପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଇବେ ବୋଲି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ ସୂଚନା ଦେଇଛନ୍ତି ।

jaipur malkangiri procaa
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026
Latest News

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.