Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ : ଆଜି ନାମାଙ୍କନ ଭରିବାର ଅନ୍ତିମ ଦିବସ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ : ଆଜି ନାମାଙ୍କନ ଭରିବାର ଅନ୍ତିମ ଦିବସ

January 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବାର ଅନ୍ତିମ ଦିବସ । ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲଙ୍କ ସମେତ ବଡ ବଡ ନେତାମାନେ ନାମାଙ୍କନ ଭରିବେ । ଗତକାଲି ରୋଡ୍‌ ଶୋ’ ରେ ଫସିଯିବା ଯୋଗୁଁ ଅରବିନ୍ଦ କେଜରୀଓ୍ବାଲ ନାମାଙ୍କନ ଭରିପାରିନଥିଲେ । ସେହିପରି ଆଜି ମୋଡେଲ୍‌ ଟାଉନ୍‌ ଆସନରୁ ବିଜେପି ପ୍ରାର୍ଥୀ କପିଲ୍‌ ମିଶ୍ରା ଆଜି ନାମାଙ୍କନ ଭରିବେ । ଇତିମଧ୍ୟରେ ଅରିବନ୍ଦ କେଜରୀଓ୍ବାଲଙ୍କ ବିପକ୍ଷରେ ନୂଆଦିଲ୍ଲୀ ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଅନ୍ତିମ ସମୟରେ ବିଜେପି ସୁନୀଲ୍‌ ଯାଦବଙ୍କୁ ଛିଡା କରାଇଥିବାବେଳେ କଂଗ୍ରେସ ରମେଶ ସଓ୍ବରବାଲଙ୍କ ଠିଆ କରାଯାଇଛି । ବିଜେପି ନାମାଙ୍କନ ଭରିବାର ଅନ୍ତିମ ଦିବସରେ 10ଜଣ ପ୍ରାର୍ଥୀଙ୍କ ଲିଷ୍ଟ ଜାରି କରିଛି । ବିଜେପି ହରିନଗର ବିଧାନସଭା ଆସନରୁ ତେଜିନ୍ଦର ବଗ୍‌ଗାଙ୍କୁ ଟିକେଟ ଦେଇଛି । ଚଳିତ ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ସହଯୋଗୀ ଦଳ ଅକାଳୀ ଦଳ  ନିର୍ବାଚନ ଲଢିବ ନାହିଁ । ନାଗରିକତା ସଂଶୋଧନ ଆଇନକୁ ନେଇ ଦଳ ନିର୍ବାଚନ ଲଢିବ ନାହିଁ ବୋଲି ନିଷ୍ପତ୍ତି ନେଇଛି । ମନଜିନ୍ଦର ସିଂ ସିର୍‌ସା କହିଛନ୍ତି ଯେ, ଧର୍ମ ଆଧାରରେ ଭେଦଭାବ କରିବେ ନାହିଁ ବୋଲି କହିଛନ୍ତି । ଆସନ୍ତା ଫେବୃଆରୀ 8 ତାରିଖରେ ଦିଲ୍ଲୀ ବିଧାନସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । (ଏଜେନ୍ସି)

arabindkejriwal delhiassemblyelection
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.