Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୀତା ଗୋପୀନାଥଙ୍କୁ ଆକ୍ରମଣ ପାଇଁ ପ୍ରସ୍ତୁତ ବିଜେପି କର୍ମୀ : ଚିଦାମ୍ବରମ୍‌
ଆଜିର ଖବର

ଗୀତା ଗୋପୀନାଥଙ୍କୁ ଆକ୍ରମଣ ପାଇଁ ପ୍ରସ୍ତୁତ ବିଜେପି କର୍ମୀ : ଚିଦାମ୍ବରମ୍‌

January 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଜେପି କର୍ମୀ ମାନେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ମୁଖ୍ୟ ପରାମର୍ଶଦାତା ଗୀତା ଗୋପୀନାଥଙ୍କୁ ଆକ୍ରମଣ ପାଇଁ ପ୍ରସ୍ତୁତ ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ମତ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଆଇଏମ୍‌ଏଫ୍‌ ପକ୍ଷରୁ ଭାରତୀୟ ଅଭିବୃଦ୍ଧି ହାର ହ୍ରାସ ନେଇ ସଂଶୋଧିତ ତାଲିକା ପ୍ରକାଶ ପାଇଥିଲା । ସୋମବାର ଆଇଏମ୍‌ଏଫ୍‌ ପକ୍ଷରୁ ଭାରତୀୟ ଅଭିବୃଦ୍ଧି ହାର 4.8 ପ୍ରତିଶତକୁ ହ୍ରାସ ପାଇବା ନେଇ ଆକଳନ କରାଯାଇଥିଲା । ଦେଶର ଅର୍ଥନୀତିକୁ ନେଇ ଯିଏବି ସଠିକ୍‌ ତଥ୍ୟ ପ୍ରକାଶ କରେ ମୋଦି-ଶାହାଙ୍କ ଅନୁଗତଙ୍କ ପକ୍ଷରୁ ତାଙ୍କୁ ଆକ୍ରମଣ କରାଯାଇଥାଏ । ଭାରତରେ ବର୍ତ୍ତମାନରେ ନିବେଶ କରିବା ଜରୁରୀ ହୋଇ ପଡିଛି । ମାତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ଆମାଜନ୍‌ ସିଇଓ ଜେଫ୍‌ ବେଜୋସ୍‌ଙ୍କ ଗସ୍ତକୁ ନେଇ କୌଣସି ପ୍ରତିକ୍ରିୟା ନ ମିଳିବା ତାଙ୍କୁ ଆଶ୍ଚର୍ଯ୍ୟ କରିଛି ବୋଲି ଗୋପୀନାଥ ପ୍ରକାଶ କରିଥିଲେ । ଏହା ଭାରତୀୟ ଅର୍ଥନୀତି ଉପରେ ଖରାପ ପ୍ରଭାବ ପକାଇବ ବୋଲି ଗୋପୀନାଥ କହିଛନ୍ତି । (ଏଜେନ୍ସୀ)

BJP chidambaram imf indianeconomy
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026

ପିଏମ୍-ସେତୁ: ଓଡ଼ିଶାର ୫ ଆଇଟିଆଇ ପାଇଁ ୨୪୦ କୋଟି ମଞ୍ଜୁର

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.