Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣଜୀ ଟ୍ରଫି : ସିଜିନ୍‌ର ପ୍ରଥମ ପରାଜୟ ସହ ପଏଣ୍ଟ ଟେବୁଲ୍‌ର ଦ୍ବିତୀୟ ସ୍ଥାନକୁ ଖସିଲା ଓଡିଶା
ଆଜିର ଖବର

ରଣଜୀ ଟ୍ରଫି : ସିଜିନ୍‌ର ପ୍ରଥମ ପରାଜୟ ସହ ପଏଣ୍ଟ ଟେବୁଲ୍‌ର ଦ୍ବିତୀୟ ସ୍ଥାନକୁ ଖସିଲା ଓଡିଶା

January 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ : କଟକର ଡ୍ରିମ୍‌ସରେ ଅନୁଷ୍ଠିତ ରଣଜୀ ଟ୍ରଫି ମୁକାବିଲାରେ ଚଳିତ ସିଜିନ୍‌ର ପ୍ରଥମ ପରାଜୟ ବରଣ କରିଛି ଓଡିଶା । ଷଷ୍ଠ ମ୍ୟାଚ୍‌ ଖେଳୁଥିବା ଓଡିଶାକୁ 4 ଓ୍ବିକେଟ୍‌ରେ ପରାସ୍ତ କରିଛି ପରଭେଜ୍‌ ରସୁଲଙ୍କ ଜମ୍ମୁ କାଶ୍ମୀର । ଜମ୍ମୁ କାଶ୍ମୀର ସମ୍ମୁଖରେ 204 ରନ୍‌ର ବିଜୟ ଲକ୍ଷ୍ୟ ରହିଥିବା ବେଳେ ଦଳ 6 ଓ୍ବିକେଟ ହରାଇ ବିଜୟ ହାସ କରି ନେଇଥିଲା । ଜମ୍ମୁ କାଶ୍ମୀର ପକ୍ଷରୁ ଓପ୍ନର ସୂର୍ଯ୍ୟାଂଶ ରାଇନା(69) ଏବଂ ଶୁଭମ ପୁନ୍ଦିର(45) ତୃତୀୟ ଓ୍ବିକେଟ୍‌ରେ 77 ରନ୍‌ ଯୋଡି ଦଳର ବିଜୟ ପକ୍କା କରିଥିଲେ । 116 ରନ୍‌ରେ ତୃତୀୟ ଓ୍ବିକେଟର ପତନ ପରେ ଦଳ ଲଗାତାର 4 ଓ୍ବିକେଟ ହରାଇ 163/6ରେ ପହଞ୍ଚିଥିଲା । ଏହି ସମୟରେ ଉଭୟ ଦଳ ନିକଟରେ ସମାନ ସୁଯୋଗ ରହିଥିଲା । ମାତ୍ର ଅବଦୁଲ ସମାଦ(30, 26 ବଲ୍‌) ଏବଂ ଆକ୍ବିବ୍‌ ନବି(26, 25 ବଲ୍‌) ଆକ୍ରମଣ କରି ଓଡିଶା ହାତରୁ ମ୍ୟାଚ୍‌ ଛଡାଇ ନେଇଥିଲେ । ଓଡିଶା ପକ୍ଷରୁ ଦେବବ୍ରତ ପ୍ରଧାନ 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଆକ୍ବିବ୍‌ ନବିଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା ।

ranjitrophy
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.