Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗନଙ୍କ ତିନି ରାଜଧାନୀ ପ୍ରସ୍ତାବକୁ ଲାଗିଲା ଝଟ୍‌କା
ଆଜିର ଖବର

ଜଗନଙ୍କ ତିନି ରାଜଧାନୀ ପ୍ରସ୍ତାବକୁ ଲାଗିଲା ଝଟ୍‌କା

January 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
jagan mohan
jagan mohan

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶର ଜଗନମୋହନ ରେଡ୍ଡି ସରକାରଙ୍କୁ ଝଟ୍‌କା ଲାଗିଛି। ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘ତିନ ରାଜଧାନୀ ଫର୍ମୁଲା’ ପ୍ରସ୍ତାବକୁ ବିରୋଧୀ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ବିଧାନପରିଷଦରେ ରୋକ୍‌ ଲଗାଇଛି। ରାଜ୍ୟ ବିଧାନପରିଷଦରେ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ପାଖରେ ବହୁମତ ରହିଛି। 58 ସଦ୍ୟସୀୟ ବିଧାନ ପରିଷଦରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାଖରେ ମାତ୍ର 9ଜଣ ରହିଛନ୍ତି। ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ତିନି ରାଜଧାନୀ ଫର୍ମୁଲାକୁ ଏବେ ସିଲେକ୍ଟ କମିଟି ପାଖକୁ ପଠାଇବା ନେଇ ଦାବି କରିଛି। ଏହାସହିତ ସମ୍ପୂର୍ଣ୍ଣ ମାମଲାକୁ କୋର୍ଟରେ ଚ୍ୟାଲେଞ୍ଜ କରିବା ନେଇ ପ୍ରସ୍ତୁତି ଚଳାଇଛି ଟିଡିପି।

ସୂଚନାଯୋଗ୍ୟ, ସୋମବାର ଆନ୍ଧ୍ରପ୍ରଦେଶ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଥିଲା। ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ଆନ୍ଧ୍ର ପ୍ରଦେଶର ତିନି ରାଜଧାନୀ ରହିବ। ଆନ୍ଧ୍ରପ୍ରଦେଶର ରାଜଧାନୀ ଭାବରେ କର୍ଣ୍ଣୁଲ, ବିଶାଖାପାଟଣା ଓ ଅମରାବତୀକୁ ସାମିଲ କରାଯାଇଛି। (ଏଜେନ୍ସି)

chandrababunaidu jaganmohanreddy
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.