Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟୁଜିଲ୍ୟାଣ୍ଡକୁ 5 ଓ୍ବିକେଟ୍‌ରେ ପରାସ୍ତ କଲା ଭାରତ ‘ଏ’
ଆଜିର ଖବର

ନ୍ୟୁଜିଲ୍ୟାଣ୍ଡକୁ 5 ଓ୍ବିକେଟ୍‌ରେ ପରାସ୍ତ କଲା ଭାରତ ‘ଏ’

January 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅକ୍‌ଲାଣ୍ଡ : ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ରହିଥିବା ଭାରତୀୟ ‘ଏ’ ଦଳ କ୍ରମାଗତ ତୃତୀୟ ବିଜୟ ସହିତ ସିରିଜ୍‌ ବିଜୟୀ ହୋଇଛି । ତୃତୀୟ ମ୍ୟାଚ୍‌ରେ ଭାରତ ‘ଏ’ 5 ଓ୍ବିକେଟ୍‌ରେ ବିଜୟୀ ହେବା ସହିତ ସିରିଜ୍‌ ବିଜୟୀ ହୋଇଛି । ଭାରତୀୟ ବୋଲର ନ୍ୟୁଜିଲ୍ୟାଣ୍ଡକୁ 230 ରନ୍‌ରେ ସୀମିତ ରଖିଥିବା ବେଳେ ବ୍ୟାଟ୍ସମ୍ୟାନ୍‌ 30 ଓଭର ମଧ୍ୟରେ 5 ଓ୍ବିକେଟ ହରାଇ ଭାରତ ବିଜୟ ହାସଲ କରିଥିଲା । ଭାରତ ପକ୍ଷରୁ ମହମ୍ମଦ ସିରାଜ ସର୍ବାଧିକ 3ଟି ଓ୍ବିକେଟ ହାସଲ କରିଥିବା ବେଳେ ଅକ୍ଷର ପଟେଲ ଏବଂ ଖଲୀଲ ଅହମଦ ଦୁଇଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । 231 ରନ୍‌ର ପିଛା କରୁଥିବା ଭାରତ ପକ୍ଷରୁ ପୃଥ୍ବୀ ଶ (48) ଏବଂ ମୟଙ୍କ ଅଗ୍ରଓ୍ବାଲ(29) 79 ରନ୍‌ର ଭାଗିଦାରୀ କରିଥିଲେ । ଶୁଭମାନ ଗିଲ୍‌(30) ରନ୍‌ ସଂଗ୍ରହ କରିଥିବା ବେଳେ ସଞ୍ଜୁ ସାମ୍‌ସନ୍‌ (39) ଏବଂ ସୂର୍ଯ୍ୟ କୁମାର ଯାଦବ (35) ଆକ୍ରମଣାତ୍ମକ ବ୍ୟାଟିଂ କରି ମ୍ୟାଚ୍‌ 30 ଓଭର ମଧ୍ୟରେ ଶେଷ କରିଥିଲେ । ନ୍ୟୁଜିଲାଣ୍ଡ ପକ୍ଷରୁ ଜିମି ନିଶାମ୍‌ 25 ରନ୍‌ରେ ଦୁଇଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସୀ)

indiaA nzA PRITHVISHAW sanjusamson
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.