Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବସ୍ତରୀୟ ହେବ ଏସ୍‌ସିବି : ଆସନ୍ତା କାଲି ସମୀକ୍ଷା କରିବେ ମୁ୍‌ଖ୍ୟମନ୍ତ୍ରୀ
ଆଜିର ଖବର

ବିଶ୍ବସ୍ତରୀୟ ହେବ ଏସ୍‌ସିବି : ଆସନ୍ତା କାଲି ସମୀକ୍ଷା କରିବେ ମୁ୍‌ଖ୍ୟମନ୍ତ୍ରୀ

January 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ : ଓଡିଶାର ସର୍ବପୁରାତନ ଶ୍ରୀରମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଏକ ସମୀକ୍ଷା ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ । 5ଟି ସଚିବ ଭିକେ ପାଣ୍ଡିଆନଙ୍କ ଏସ୍‌ସିବି ଗସ୍ତ ପରେ ଓଡିଶା ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । ଫେବୃୟାରୀ 28 ସୁଦ୍ଧା ଜମି ଅଧିଗ୍ରହଣ ପ୍ରକ୍ରିୟା ସମାପ୍ତ କରାଯିବ ଏବଂ ମାର୍ଚ୍ଚ 1 ତାରିଖରୁ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ । ପାଣ୍ଡିଆନଙ୍କ ପ୍ରସ୍ତାବ ପରେ ସରକାର ଜମି ଅଧିଗ୍ରହଣ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଚିକିତ୍ସାଳୟକୁ ବିଶ୍ବସ୍ତରୀୟ କରିବା ପାଇଁ ଆବଶ୍ୟକ ଜମି ନିମନ୍ତେ ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା, ଦକ୍ଷତା ବିକାଶର କିଛି ସ୍ଥାନ ସମେତ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ କ୍ବାର୍ଟର୍ସ ଉଚ୍ଛେଦ କରାଯିବ । ଏହି ପ୍ରକ୍ରିୟାରେ 13 ଜଣ ଡାକ୍ତରଙ୍କ ଘର ମଧ୍ୟ ଉଚ୍ଛେଦ ହେବ । କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ମଧ୍ୟ ଘୋଷଣା କରାଯିବ ବୋଲି ଜଣାପଡିଛି ।

ଏହା ସହିତ ତାଳଦଣ୍ଡା କେନାଲ ବନ୍ଧରୁ ଡାକ୍ତରଖାନାକୁ ସଞ୍ଜୋଗ କରୁଥିବା ରାସ୍ତାକୁ ତିନି ଲେନ୍‌ ବିଶିଷ୍ଟ କରାଯିବା ସହିତ ଯାତାୟତ ସୁବିଧା ପାଇଁ ଦୁଇଟି ଓଭରବ୍ରିଜ୍‌ ନିର୍ମାଣ କରିବାର ଯୋଜନା ରହିଛି । ଏହି ଗସ୍ତରେ ପୂର୍ତ୍ତବିଭାଗ ସଚିବ ଡ. କ୍ରିଷନ୍‌ କୁମାର, ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଏବଂ ଗୃହ ଓ ନଗର ଉନ୍ନୟନ ସଚିବ ଜି ମାଥୁଭାଥନନ ପ୍ରମୁଖ 5ଟି ସଚିବଙ୍କ ସହିତ ରହିଥିଲେ ।

5T cmo naveenpattnaik scb vkpandian
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026
Latest News

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.