Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଲା ପୂର୍ବତଟ ରେଳପଥ : ଉଦ୍‌ଘାଟିତ ହେଲା ବର୍ଜ୍ୟବସ୍ତୁରୁ ଉର୍ଜା ସଂରକ୍ଷଣ ପ୍ରକଳ୍ପ
ଆଜିର ଖବର

ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଲା ପୂର୍ବତଟ ରେଳପଥ : ଉଦ୍‌ଘାଟିତ ହେଲା ବର୍ଜ୍ୟବସ୍ତୁରୁ ଉର୍ଜା ସଂରକ୍ଷଣ ପ୍ରକଳ୍ପ

January 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ପୂର୍ବତଟ ରେଳପଥ ଇତିହାସ ରଚିଛି । ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ରେଲୱେ ବୋର୍ଡ ରୋଲିଙ୍ଗ ସ୍ଟକ ସଦସ୍ୟ ଶ୍ରୀ ରାଜେଶ ଅଗ୍ରୱାଲଙ୍କ ଦ୍ୱାରା ପୂର୍ବତଟ ରେଳପଥର ମହାପ୍ରବନ୍ଧଙ୍କ ଉପସ୍ଥିତିରେ ଏହି ପ୍ରକଳ୍ପ ଉଦ୍ଘାଟିତ ହୋଇଯାଇଛି । ପୂର୍ବତଟ ରେଳପଥ, ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନାଠାରେ ବର୍ଜ୍ୟବସ୍ତୁରୁ ଉର୍ଜା ସଂରକ୍ଷଣ ପ୍ରକଳ୍ପକୁ ରେଲୱେ ବୋର୍ଡ ରୋଲିଙ୍ଗ ଷ୍ଟକ ମେମ୍ବର ଆଜି ଅପରାହ୍ନରେ ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର ଓ ଅନ୍ୟାନ ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ଉପସ୍ଥିତିରେ ଉଦ୍ଘାଟନ କରିଛନ୍ତି ।

ଭିତ୍ତିପ୍ରସ୍ତରଠାରୁ କାର୍ଯ୍ୟକ୍ଷମ ପର୍ଯ୍ୟନ୍ତ ମାତ୍ର ତିନି ମାସ ସମୟ ଅବଧିରେ ସମ୍ପୂର୍ଣ୍ଣ ହୋଇପାରିଛି ଏହି ପ୍ରକଳ୍ପଟି ।  ପଲିକ୍ରାକ ବୈଷୟିକ ଓ ପ୍ରଯୁକ୍ତି ପ୍ରଣାଳୀ ବ୍ୟବହୃତ ଏହି ପ୍ରକଳ୍ପରେ ଥରକେ ୫୦୦ କିଲୋଗ୍ରାମ ବର୍ଜ୍ୟବସ୍ତୁର କାର୍ଯ୍ୟ କ୍ଷମତା ରହିଛି । ସମସ୍ତ ପ୍ରକାର ବର୍ଜ୍ୟବସ୍ତୁ ଯଥା ପ୍ଲାଷ୍ଟିକ, ଇ-ୱେଷ୍ଟ (ପ୍ରଯୁକ୍ତି ବର୍ଜ୍ୟବସ୍ତୁ) ଗୁଡିକ ହାଲୁକା ଡିଜେଲ ତେଲରେ ରୂପାନ୍ତରିତ ହେବ ଯାହାକି ହାଲୁକା ଜାଳେଣି ପାଇଁ ବ୍ୟବହୃତ ହୋଇ ପାରିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Latest News

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.