Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ପାଇଁ ସ୍କୁଲ ଛୁଟି
ଆଜିର ଖବର

ହାତୀ ପାଇଁ ସ୍କୁଲ ଛୁଟି

January 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଯାଜପୁର : ଆଜି ଯାଜପୁର କୋରେଇ ବ୍ଲକର ସମସ୍ତ ସ୍କୁଲ ଛୁଟି ଦିଆଯାଇଛି।  ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କରିଛି ଯାଜପୁର ଜିଲ୍ଲା ପ୍ରଶାସନ। କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା। ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା ବେଳେ ଗତକାଲି ଗୋଡ଼ିପାଟଣା ଓ ରାଧାପାଟଣା ଗାଁର ୨ ଜଣଙ୍କୁ ଦଳି ମାରିଛି।  ହାତୀ ଆକ୍ରମଣରେ ବନ ବିଭାଗ କର୍ମଚାରୀଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି। ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରହିଛି। (ଏଜେନ୍ସି)

ସ୍କୁଲ ଛୁଟି ହାତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026
Latest News

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.