Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କୋରୋନା ଭୂତାଣୁ ! ମୁମ୍ବାଇରେ ଦୁଇ ସନ୍ଦିଗ୍ଧ
ଆଜିର ଖବର

ଭାରତରେ କୋରୋନା ଭୂତାଣୁ ! ମୁମ୍ବାଇରେ ଦୁଇ ସନ୍ଦିଗ୍ଧ

January 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ :ଭାରତରେ ପହଞ୍ଚିଲା କୋରାନା ଭାଇରସ୍‌ । ମୁମ୍ବାଇଠାରେ ଦୁଇ ସନ୍ଦିଗ୍ଧ । ମୁମ୍ବାଇ ଏୟାରପୋର୍ଟ କୋରୋନା ଭୂତାଣୁଗ୍ରସ୍ତ ଦୁଇଜଣଙ୍କ ମାମଲା ସାମ୍ନାକୁ ଆସିଛି । ଏହି ଦୁଇଜଣଙ୍କୁ କସ୍ତୁରବା ହସ୍‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ଏବେ ଏହି ଦୁଇଜଣଙ୍କର ପରୀକ୍ଷା କରାଯାଉଛି । କୋରାନା ଭାଇରସ୍‌ରେ ଚୀନ୍‌ରେ ଏପର୍ଯ୍ୟନ୍ତ 25ଜଣଙ୍କର ମୃତ୍ୟୁ ହୋଇଛି । ଏହି ଭୂତାଣୁ ଯୋଗୁଁ 830ଜଣ ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଚୀନ୍‌ର ବୁହାନ ସମେତ 9ଟି ସହରକୁ ବନ୍ଦ କରାଯାଇଛି । ବୁହାନରେ 700ରୁ ଅଧିକ ଭାରତୀୟ ଛାତ୍ର ରହୁଛନ୍ତି । ମିଳିଥିବା ସୂଚନା ଅନୁସାରେ ଚୀନରୁ ଭାରତକୁ ଆସିଥିବା ଦୁଇଜଣ କୋରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବାର ଆଶଙ୍କା ରହିଛି । ଏହି ଦୁଇ ରୋଗୀଙ୍କୁ କସ୍ତୁରବା ହସ୍ପିଟାଲରେ ଅଲଗା ଓ୍ବାର୍ଡରେ ରଖାଯାଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭିଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ

January 17, 2026

ସଶସ୍ତ୍ର ବାହିନୀ ଦିବସ: ରିୟାଦରେ ଭାରତୀୟ ଦୂତାବାସର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

January 17, 2026

ଖୋର୍ଦ୍ଧା ଜିଲ୍ଲା ଜୁନିଅର ରେଡ଼କ୍ରସ କାର୍ଯ୍ୟନିର୍ବାହୀ ବୈଠକ: ନୂତନ ଜିଲ୍ଲା ସଚିବଙ୍କ ଦାଇତ୍ୱ ଗ୍ରହଣ

January 17, 2026

ପିଏଫ୍ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର: ପ୍ରକାଶ ପାଇଲା ୟୁପିଆଇ ଉଠାଣ ତାରିଖ

January 17, 2026
Latest News

Odisha Investors’ Meet: ରାଜ୍ୟକୁ ଆସିଲା ୧ ଲକ୍ଷ କୋଟି ଟଙ୍କାର ନିବେଶ,୯୦ ହଜାର ନିଯୁକ୍ତି ସୁଯୋଗ

January 17, 2026

ମାଲଦାଠାରେ ୩,୨୫୦ କୋଟିରୁ ଅଧିକ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 17, 2026

ଭିଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ

January 17, 2026

ସଶସ୍ତ୍ର ବାହିନୀ ଦିବସ: ରିୟାଦରେ ଭାରତୀୟ ଦୂତାବାସର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

January 17, 2026

ଭାରତୀୟ ରେଳବାଇ ଦ୍ୱାରା ଅଧିକ ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

January 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.