Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଗସ୍ତରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ୍‌ : ଖୁବ୍‌ ଶୀଘ୍ର ଆସିବ ପର୍ଯ୍ୟଟନ ନୀତି
ଆଜିର ଖବର

ଓଡ଼ିଶା ଗସ୍ତରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ୍‌ : ଖୁବ୍‌ ଶୀଘ୍ର ଆସିବ ପର୍ଯ୍ୟଟନ ନୀତି

January 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କୋଣାର୍କ : କୋଣାର୍କଠାରେ ଚାଲିଥିବା ଦୁଇଦିନିଆ ଜାତୀୟ ପର୍ଯ୍ୟଟନ ସମ୍ମିଳନୀରେ ଯୋଗ ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ୍‌ । ଓଡ଼ିଶାରେ ବିମାନ ବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀ ଖୁବଶୀଘ୍ର ପର୍ଯଟନ ନୀତି ଆସିବା ନେଇ ମତ ବ୍ୟକ୍ତ କରିଥିଲେ । ସେହିପରି ସେ କୋଣାର୍କ ମନ୍ଦିର ପରିଦର୍ଶନ କରି କୋଣାର୍କ ମନ୍ଦିର ସୁରକ୍ଷିତ ଅଛି ବୋଲି କହିଛନ୍ତି । ଦେଶର ବିଭିନ୍ନ ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବମାନଙ୍କୁ ନେଇ ଅନୁଷ୍ଠିତ ଏହି  ସମ୍ମିଳନୀ ରାଜ୍ୟପାଳ ଗଣେଶୀଲାଲଙ୍କ କରକମଳରେ ଉଦ୍‌ଘାଟିତ ହୋଇଥିଲା ।  ଗୁରୁବାରଠାରୁ ମେରାଇନ୍ ଡ୍ରାଇଭ୍‌ର ଇକୋ ରିଟ୍ରିଟ୍‌ ପରିସରରେ ଆରମ୍ଭ ହେଉଛି। ଏଥିରେ ବିଭିନ୍ନ ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ମାନଙ୍କ ସହିତ  କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବି ଯୋଗ ଦେଇଛନ୍ତି । ଏହି ସମ୍ମିଳନୀ ଜରିଆରେ ଓଡ଼ିଶାର ପର୍ଯ୍ୟଟନକୁ ଗୁରୁତ୍ବପୂର୍ଣ୍ଣ ସ୍ଥାନ ମିଳିବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Latest News

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.