Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲା-ପାକ୍‌ ଟି20 ମୁକାବିଲା : 1-0ରେ ଆଗୁଆ ପାକିସ୍ତାନ
ଆଜିର ଖବର

ବାଂଲା-ପାକ୍‌ ଟି20 ମୁକାବିଲା : 1-0ରେ ଆଗୁଆ ପାକିସ୍ତାନ

January 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲାହୋର : ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟି20 ମୁକାବିଲାରେ ପାକିସ୍ତାନ ବିଜୟୀ ହୋଇଛି । ପ୍ରଥମ ମୁକାବିଲାରେ ବିଜୟୀ ହେବା ସହିତ ତିନିଟିକିଆ ସିରିଜ୍‌ରେ 1-0ର ଅଗ୍ରଣୀ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ 141 ରନ୍‌ ସଂଗ୍ରହ କରିଥିବା ବେଳେ ତିନୋଟି ବଲ୍‌ ପୂର୍ବରୁ ପାକିସ୍ତାନ 5 ଓ୍ବିକେଟ୍‌ ହରାଇ ବିଜୟ ହାସଲ କରିଥିଲା । ପାକିସ୍ତାନ ପକ୍ଷରୁ ସୋଏବ୍‌ ମଲିକ୍‌ ଅପରାଜିତ 58 ରନ୍‌ ସଂଗ୍ରହ କରିଥିବା ବେଳେ ମ୍ୟାନ୍‌ ଅଫ ଦ ମ୍ୟାଚ୍‌ ବିବେଚିତ ହୋଇଛନ୍ତି । ବାଂଲାଦେଶ ପକ୍ଷରୁ ଦୁଇ ଓପ୍‌ନର ମହମ୍ମଦ ନଇମ୍‌ (43) ଏବଂ ତାମିମ୍‌ ଇକ୍‌ବାଲ (39) ରନ୍‌ ସଂଗ୍ରହ କରିଥିବା ବେଳେ ଅନ୍ୟ ବ୍ୟାଟ୍ସମ୍ୟାନ୍‌ଙ୍କ ବିଫଳତା କାରଣରୁ ଦଳ ବଡ ସ୍କୋର କରିପାରିନଥିଲା । ପାକିସ୍ତାନ ପକ୍ଷରୁ ଭେଟେରାନ୍‌ ସୋଏବ୍‌ ମଲିକ୍‌ଙ୍କ ଧୈର୍ଯ୍ୟପୂର୍ଣ୍ଣ 45 ବଲ୍‌ 58 ଦଳକୁ 3ଟି ବଲ୍‌ ପୂର୍ବରୁ ବିଜୟ ରେଖା ପାର କରାଇଥିଲା । ମଲିକ୍‌ଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା । (ଏଜେନ୍ସୀ)

bangaldesh pakistan t20
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.