Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଦଳିଲା ପୁରୀ ଜିଲ୍ଲାସ୍ତରୀୟ ପରେଡ ଗ୍ରାଉଣ୍ଡ
ଆଜିର ଖବର

ବଦଳିଲା ପୁରୀ ଜିଲ୍ଲାସ୍ତରୀୟ ପରେଡ ଗ୍ରାଉଣ୍ଡ

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପୁରୀ : ପୁରୀ ଜିଲ୍ଲାସ୍ତରୀୟ ପ୍ୟାରେଡ୍‌ ଗ୍ରାଉଣ୍ଡର ସ୍ଥାନ ବଦଳିଛି । ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟସ୍ଥ ଶରଧା ବାଲିରେ ଅନୁଷ୍ଠିତ ହେଉଥିବାବେଳେ ଚଳିତ ବର୍ଷ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ୍‌ରେ ପାଳିତ ହେବ ସାଧାରଣତନ୍ତ୍ର ଦିବସ । 71ତମ ସାଧାରଣତନ୍ତ୍ର ଦିବସ ଅବସରରେ ପୁରୀଠାରେ ଜାତୀୟ ପତାକା ଉତ୍ତୋଳନ କରିବେ ଆଇନମନ୍ତ୍ରୀ ପ୍ରତାପ ଜେନା । ସେହିପରି ଚଳିତଥର ମୁଖ୍ୟମନ୍ତ୍ରୀ କଟକଠାରେ ପତାକା ଉତ୍ତୋଳନ କରିବେ ନାହିଁ। ଭୁବନେଶ୍ବରରେ ରାଜ୍ୟପାଳଙ୍କ ଦ୍ବାରା ହେବାକୁ ଥିବା ପତାକା ଉତ୍ତୋଳନ ଉତ୍ସବରେ ସମ୍ମାନିତ ଅତିଥୀ ଭାବେ ଯୋଗଦେବେ। ଚଳିତ ଥର କଟକଠାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ ।

pratap jena Puri
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026
Latest News

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026

ଅନଲାଇନ୍ ମାଧ୍ୟମରେ ଜବାହର ନବୋଦୟ ବିଦ୍ୟାଳୟ ଚୟନ ପରୀକ୍ଷା ପାଇଁ ଦରଖାସ୍ତ ଆବେଦନ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.