Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଅ ପାଇଁ ବଟି ମାଗି  ଗିରଫ ହେଲେ ମା’-ବାପା
ଆଜିର ଖବର

ପୁଅ ପାଇଁ ବଟି ମାଗି  ଗିରଫ ହେଲେ ମା’-ବାପା

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ : ପୁଅ ପାଇଁ ବଟି ମାଗି ଗିରଫ ହୋଇଛନ୍ତି ମା’-ବାପା ।  କଟକଠାରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି । କଟକର ଜଣେ ବ୍ୟବସାୟୀଙ୍କଠାରୁ 50ଲକ୍ଷ ଦାଦା ବଟି ମାଗିବା ନେଇ ଗିରଫ ହୋଇଛନ୍ତି । ଚୌଦ୍ବାର ଜେଲ୍‌ରେ ଥିବା ଡି-ବ୍ରଦର୍ସ ସହଯୋଗୀ ଲିଟୁଆ ଫୋନ୍‌ରେ ଦାଦା ବଟି ମାଗିଥିଲା । ପୁଅ ଜେଲ୍‌ ଭିତରେ ଦାଦାଗିରି ଆଉ ବାହାରେ ବାପା -ମାଆଙ୍କ ଦାଦାଗିରି ଦେଖିବାକୁ ମିଳିଛି । ନକଲି ତେଲ ପାଇଁ ସମ୍ପୃକ୍ତ ବ୍ୟବସାୟୀ ଗିରଫ ହେବା ପରେ ଏହି ଗୁମର ଫିଟିଥିଲା । ବଟି ଟଙ୍କା ଆଣିବା ପାଇଁ ଯାଇଥିବା ଦୁଇ ଯୁବକଙ୍କୁ ପୋଲିସ ଉଠାଇନେବା ପରେ ଲିଟୁଆର ବାପା, ମା’ ବଟି ପାଇଁ ପଠାଇଥିବାର କହିଥିଲେ ସମ୍ପୃକ୍ତ ଦୁଇ ଯୁବକ । ସୂଚନା ମିଳିବା ପରେ ପୋଲିସ୍‌ ଲୁଟିଆର ବାପା, ମା’ଙ୍କ ସମେତ ଚାରିଜଣଙ୍କୁ ଗିରଫ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Latest News

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.