Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କ ଗଣତନ୍ତ୍ର ଦିବସ ବାର୍ତ୍ତା : ଗାନ୍ଧିଜୀଙ୍କ ସତ୍ୟ ଓ ଅହିଂସା ବାଣୀ ଏବେ ଦେଶ ପାଇଁ ଅଧିକ ମହତ୍ତ୍ବପୂର୍ଣ୍ଣ
ଆଜିର ଖବର

ରାଷ୍ଟ୍ରପତିଙ୍କ ଗଣତନ୍ତ୍ର ଦିବସ ବାର୍ତ୍ତା : ଗାନ୍ଧିଜୀଙ୍କ ସତ୍ୟ ଓ ଅହିଂସା ବାଣୀ ଏବେ ଦେଶ ପାଇଁ ଅଧିକ ମହତ୍ତ୍ବପୂର୍ଣ୍ଣ

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଗଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କ ସମ୍ବୋଧନ କରିଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦେଶରେ ନ୍ୟାୟ, ସ୍ବତନ୍ତ୍ରତା, ସମାନତା ତଥା ଭାଇଚାର ପାଇଁ ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସର୍ବଦା ପ୍ରତିବଦ୍ଧ ରହିବା ପାଇଁ କହିଛନ୍ତି ରାଷ୍ଟ୍ରପତି । ଏହି ଅବସରରେ ସରକାରଙ୍କର ଜଳଜୀବନ ମିଶନ, ଜିଏସ୍‌ଟି, ଉଜ୍ଜ୍ବଳା, ଆୟୁଷ୍ମାନ ଯୋଜନାର ପ୍ରଶଂସା କରିଛନ୍ତି । ଦେଶର ବିକାଶ ପାଇଁ ନିରନ୍ତର ପ୍ରୟାସ କରାଯାଉଛି ବୋଲି କହିବା ସହିତ  ଦେଶର ବିକାଶ ପାଇଁ ଏକ ସୁଦୃଢ ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥା ରହିବା ନିତାନ୍ତ ଜରୁରୀ ବୋଲି କହିଛନ୍ତି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ମଜବୁତ କରିବା ଦିଗରେ ପଦକ୍ଷେପ ନେବାକୁ କହିଛନ୍ତି । ସେହିପରି ଶିକ୍ଷାକୁ ବିଶ୍ବସ୍ତରୀୟ କରିବା ଦିଗରେ ନିରନ୍ତର ପ୍ରୟାସ ଜାରି କରିବାକୁ କହିଛନ୍ତି ରାଷ୍ଟ୍ରପତି। 2020 ଅଲମ୍ପିକ୍‌ ପାଇଁ ଖେଳାଳୀମାନଙ୍କ ପ୍ରତି ଦେଶବାସୀଙ୍କ ଶୁଭେଚ୍ଛା ରହିଛି । ଏହି ଅବସରରେ ଦେଶର ସୁରକ୍ଷା ବଳ ଓ ଇସ୍ରୋକୁ ମୁକ୍ତ କଣ୍ଠରେ ପ୍ରଶଂସା କରିଛନ୍ତି ରାଷ୍ଟ୍ରପତି। ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷା ପ୍ରତି ସୁରକ୍ଷା ବଳଙ୍କ ବଳିଦାନ ଅଦ୍ବିତୀୟ ବୋଲି କହିଛନ୍ତି ମହାମହିମ । ସେହିପରି ପ୍ରବାସୀ ଭାରତୀୟଙ୍କ ପ୍ରଶଂସା କରିଛନ୍ତି ରାଷ୍ଟ୍ରପତି। ଗାନ୍ଧିଜୀଙ୍କ ସତ୍ୟ ଓ ଅହିଂସା ବାଣୀ ଏବେ ଦେଶ ପାଇଁ ଅଧିକ ମହତ୍ତ୍ବପୂର୍ଣ୍ଣ ହୋଇପଡିଛି ବୋଲି କହିଛନ୍ତି ରାଷ୍ଟ୍ରପତି । ଚଳିତ 71 ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଛନ୍ତି ବ୍ରାଜିଲ୍‌ର ରାଷ୍ଟ୍ରପତି ଜାଇର୍‌ ବୋଲ୍‌ଜୋନାରୋ  । (ଏଜେନ୍ସି)

ramanathkovind
Share. Facebook Twitter LinkedIn Email WhatsApp Copy Link

Related Posts

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026

ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍‌ସି ଅର୍ଜୁନ” ର ଶୁଭାରମ୍ଭ 

July 22, 2026

ଛାତ୍ରଛାତ୍ରୀଙ୍କ ଉପରେ ଲାଠିଚାର୍ଜକୁ ବିରୋଧ କଲେ ଆନ୍ନା ହଜାରେ: ଆସନ୍ତାକାଲି କରିବେ ପ୍ରତିବାଦ

July 22, 2026
Latest News

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.