Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କୁ ସୀତାରାମଙ୍କ ସମାଲୋଚନା ! କ୍ଷମତାକୁ ମୋଦି ଫେରିଲେ ସମ୍ବିଧାନ ପାଇଁ ଘାତକ ହେବ
ଆଜିର ଖବର

ମୋଦିଙ୍କୁ ସୀତାରାମଙ୍କ ସମାଲୋଚନା ! କ୍ଷମତାକୁ ମୋଦି ଫେରିଲେ ସମ୍ବିଧାନ ପାଇଁ ଘାତକ ହେବ

February 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିପିଆଇ(ଏମ୍) ମହାସଚିବ ସୀତାରାମ ୟେଚୁରୀଙ୍କ ଟାର୍ଗେଟ । ସୀତାରାମ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ପୁଣି କ୍ଷମତାକୁ ଫେରିବା ଭାରତୀୟ ସମ୍ବିଧାନ ପାଇଁ ଘାତକ ହେବ । କେରଳ ସଂରକ୍ଷଣ ଯାତ୍ରାରେ ଯୋଗ ଦେଇ କାସାରଗଡ଼ଠାରେ ମୋଦିଙ୍କୁ ନିଶାନା କରିଛନ୍ତି ସୀତାରାମ୍ । ଏହାସହ ସୀତାରାମ କହିଛନ୍ତି ଯେ, ଦେଶରେ ଦୀର୍ଘ ସାଢ଼େ ଚାରିବର୍ଷ ଶାସନ କରିଥିବା ମୋଦି ସରକାରଙ୍କ ସମୟରେ ଧନି-ଗରିବଙ୍କ ମଧ୍ୟରେ ଦୂରତା ବଢ଼ିଚାଲିଛି । ମୋଦି ପୁଣିଥରେ କ୍ଷମତାକୁ ଫେରିଲେ ଏହା ଅଧିକ ବୃଦ୍ଧି ପାଇବ। ସେହିପରି ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ୟେଚୁରୀ କହିଛନ୍ତି ଯେ, ଏହି ଘଟଣାରେ ରାଜନୈତିକ ଅଭିସନ୍ଧି ରଖି ସାମ୍ପ୍ରଦାୟିକ ରୂପ ନ ଦେଇ ଶହୀଦ ଯବାନଙ୍କ ବଳିଦାନ ଯେପରି ବ୍ୟର୍ଥ ନହେବ, ସେ ଦିଗରେ ଧ୍ୟାନ ଦେବା ଆବଶ୍ୟକ ।  ବିଜେପିକୁ କଡା ଜବାବ ଦେବା ପାଇଁ ତଥା ମୋଦି ସରକାରକୁ ଦେଶରୁ ହଟାଇବା ପାଇଁ କଂଗ୍ରେସ ସହିତ ମେଣ୍ଟ କରିବା ଉପରେ ମଧ୍ୟ ଆଭିମୁଖ୍ୟ ରଖିଛନ୍ତି ସୀତାରାମ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025
Latest News

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.