Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କୁ ସୀତାରାମଙ୍କ ସମାଲୋଚନା ! କ୍ଷମତାକୁ ମୋଦି ଫେରିଲେ ସମ୍ବିଧାନ ପାଇଁ ଘାତକ ହେବ
ଆଜିର ଖବର

ମୋଦିଙ୍କୁ ସୀତାରାମଙ୍କ ସମାଲୋଚନା ! କ୍ଷମତାକୁ ମୋଦି ଫେରିଲେ ସମ୍ବିଧାନ ପାଇଁ ଘାତକ ହେବ

February 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିପିଆଇ(ଏମ୍) ମହାସଚିବ ସୀତାରାମ ୟେଚୁରୀଙ୍କ ଟାର୍ଗେଟ । ସୀତାରାମ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ପୁଣି କ୍ଷମତାକୁ ଫେରିବା ଭାରତୀୟ ସମ୍ବିଧାନ ପାଇଁ ଘାତକ ହେବ । କେରଳ ସଂରକ୍ଷଣ ଯାତ୍ରାରେ ଯୋଗ ଦେଇ କାସାରଗଡ଼ଠାରେ ମୋଦିଙ୍କୁ ନିଶାନା କରିଛନ୍ତି ସୀତାରାମ୍ । ଏହାସହ ସୀତାରାମ କହିଛନ୍ତି ଯେ, ଦେଶରେ ଦୀର୍ଘ ସାଢ଼େ ଚାରିବର୍ଷ ଶାସନ କରିଥିବା ମୋଦି ସରକାରଙ୍କ ସମୟରେ ଧନି-ଗରିବଙ୍କ ମଧ୍ୟରେ ଦୂରତା ବଢ଼ିଚାଲିଛି । ମୋଦି ପୁଣିଥରେ କ୍ଷମତାକୁ ଫେରିଲେ ଏହା ଅଧିକ ବୃଦ୍ଧି ପାଇବ। ସେହିପରି ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ୟେଚୁରୀ କହିଛନ୍ତି ଯେ, ଏହି ଘଟଣାରେ ରାଜନୈତିକ ଅଭିସନ୍ଧି ରଖି ସାମ୍ପ୍ରଦାୟିକ ରୂପ ନ ଦେଇ ଶହୀଦ ଯବାନଙ୍କ ବଳିଦାନ ଯେପରି ବ୍ୟର୍ଥ ନହେବ, ସେ ଦିଗରେ ଧ୍ୟାନ ଦେବା ଆବଶ୍ୟକ ।  ବିଜେପିକୁ କଡା ଜବାବ ଦେବା ପାଇଁ ତଥା ମୋଦି ସରକାରକୁ ଦେଶରୁ ହଟାଇବା ପାଇଁ କଂଗ୍ରେସ ସହିତ ମେଣ୍ଟ କରିବା ଉପରେ ମଧ୍ୟ ଆଭିମୁଖ୍ୟ ରଖିଛନ୍ତି ସୀତାରାମ ।

Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.