Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୧ ତମ ସାଧରଣତନ୍ତ୍ର ଦିବସ : ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌
ଆଜିର ଖବର

୭୧ ତମ ସାଧରଣତନ୍ତ୍ର ଦିବସ : ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌

January 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : 71ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସମାରୋହ ଆରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଂଶ ଗ୍ରହଣ କରିଥିବା ଦଳ ମାନଙ୍କଠାରୁ ଅଭିବାଦନ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଛନ୍ତି । ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡ୍‌ ଉତ୍ସବରେ 48ଟି ଟିମ୍‌ ଅଂଶଗ୍ରହଣ କରିଥିବାବେଳେ 12ଟି ପ୍ରଜ୍ଞାପନ ମେଢ ମଧ୍ୟ ଭାଗ ନେଇଥିଲେ । ସେହିପରି ସଦର ମହକୁମାରେ ମନ୍ତ୍ରୀ ଓ ଜିଲ୍ଲାପାଳମାନେ ପତାକ ଉତ୍ତୋଳନ କରିଛନ୍ତି।

71st republic day celebration
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

July 25, 2026

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

July 25, 2026

ହିନ୍ତରାଇ ଗ୍ରାମରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା: ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

July 25, 2026

ପ୍ରଦୀପ କୁମାର ରାୟଙ୍କ ‘ଅନନ୍ୟା ଅତୁଳନୀୟା’ ପୁସ୍ତକ ଲୋକାର୍ପିତ

July 25, 2026
Latest News

ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

July 25, 2026

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

July 25, 2026

ହିନ୍ତରାଇ ଗ୍ରାମରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା: ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

July 25, 2026

ପ୍ରଦୀପ କୁମାର ରାୟଙ୍କ ‘ଅନନ୍ୟା ଅତୁଳନୀୟା’ ପୁସ୍ତକ ଲୋକାର୍ପିତ

July 25, 2026

ଏବେ ବିହାର ମୁଖ୍ୟମନ୍ତ୍ରୀଙ୍କ ପାଳି?: CJP ର ବଡ଼ ଘୋଷଣା, ପାଟନାରେ ଏକାଠି ହେବେ ‘କକ୍ରୋଚ’ 

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.