Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓ ବର୍ବରତା : ଦଶରୁ ଉର୍ଦ୍ଧ୍ବ ଘର ଜାଳିଲେ
ଆଜିର ଖବର

ମାଓ ବର୍ବରତା : ଦଶରୁ ଉର୍ଦ୍ଧ୍ବ ଘର ଜାଳିଲେ

January 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପାପରେମଟଲା : ପୁଣି ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି । ଦଶରୁ ଉର୍ଦ୍ଧ୍ବ ଘର ଜାଳିଦେଇଛନ୍ତି । ପାପରମେଟ୍‌ଲା ଥାନା ଯୋଡାଆମ୍ବ ଗ୍ରାମରେ ଘର ଜାଳିଦେଲେ ମାଓବାଦୀ। ମାଓ ଭୟରେ ପୋଲିସ୍‌ କ୍ୟାମ୍ପ୍‌ରେ ଆଶ୍ରୟନେଲେ ଗ୍ରାମବାସୀ । କୁନ୍ତୁରୁପଦରସ୍ଥିତ ପୋଲିସ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଛନ୍ତି ଗ୍ରାମବାସୀ । ଭୋରରୁ ଜଳାପୋଡା କରିଥିବା ସୂଚନା ମିଳିଥିବାବେଳେ ଘରୁ ଲୋକେ ବାହାରିଆସିଥିଲେ ।  ଗ୍ରାମର ଲୋକଙ୍କ ଆକ୍ରମଣରେ ଜଣେ ମାଓବାଦୀର ମୃତ୍ୟୁରୁ ଏହି ଜଳାପୋଡା ହୋଇଥିବାର ସୂଚନା ରହିଛି । ଗ୍ରାମରେ ପଶି ଧମକ ଦେବାବେଳେ ପଥର ମାଡ଼ କରିଥିଲେ ଗ୍ରାମବାସୀ । ପାପରମେଟ୍‌ଲା ଜନ୍ତୁରାଇ ଗ୍ରାମରେ ମାଓବାଦୀ – ଗ୍ରାମବାସୀ ମୁହାଁମୁହିଁ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026
Latest News

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.