Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» ହେଲିକପ୍ଟର ଦୁର୍ଘଟଣା : କିମ୍ବଦନ୍ତୀ ବାସ୍କେଟ୍‌ବଲ ଖେଳାଳି ବ୍ରାଏଣ୍ଟ୍‌ଙ୍କ ସମେତ 9 ମୃତ
ଆଜିର ଖବର

 ହେଲିକପ୍ଟର ଦୁର୍ଘଟଣା : କିମ୍ବଦନ୍ତୀ ବାସ୍କେଟ୍‌ବଲ ଖେଳାଳି ବ୍ରାଏଣ୍ଟ୍‌ଙ୍କ ସମେତ 9 ମୃତ

January 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାର୍ଲିଫୋର୍ଣ୍ଣିଆ : ଆମେରିକାର  କିମ୍ବଦନ୍ତୀ ବାସ୍କେଟ ବଲ ଖେଳାଳି ବ୍ରାଏଣ୍ଟଙ୍କର ଏକ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କାର୍ଲିଫୋର୍ଣ୍ଣିଆର କେଲାବେସସରେ ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ମୋଟ ୯ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଗଣମାଧ୍ୟମର ରିପୋର୍ଟରୁ ଜଣାପଡ଼ିଛି । ସୂଚନା ଅନୁସାରେ ଘଟଣା ଲସ ଏଞ୍ଜେଲେସରୁ ପାଖାପାଖି 65 କିଲୋମିଟର ଦୂରରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । 41 ବର୍ଷୀୟ କୋବିଙ୍କ ସହିତ ଏହି ହେଲିକପ୍ଟରରେ ତାଙ୍କର 13 ବର୍ଷୀୟା ଝିଅ ମଧ୍ୟ ରହିଥିଲେ ।  ତେବେ ହେଲିକପ୍ଟରରେ ନିଆଁ କେମିତି ଲାଗିଲା, ତାହା ସ୍ପଷ୍ଟ ହୋଇପାରି ନାହିଁ । ଅଧିକାରୀମାନେ ଦୁର୍ଘଟଣାର ତଦନ୍ତ କରୁଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ଅନ୍ୟ ଲୋକଙ୍କ ପରିଚୟ ମିଳିପାରି ନାହିଁ । ବ୍ରାଏଣ୍ଟ 20 ବର୍ଷର କ୍ୟାରିଅର୍‌ ଭିତରେ ଅନେକ ରେକର୍ଡ କରିଛନ୍ତି । ବ୍ରାଏଣ୍ଟ ନ୍ୟାସନାଲ୍‌ ବାସ୍କେଟବଲ୍‌ ଆସୋସିଏନ୍‌ ତରଫରୁ ବାସ୍କେଟବଲ ଖେଳି 5 ଥର ଚାମ୍ପିଆନ ହୋଇଛନ୍ତି । 2012 ଅଲମ୍ପିକ୍‌ରେ ୟୁଏସ୍‌ଏ ଦଳକୁ ସ୍ବର୍ଣ୍ଣପଦକ ଦେଇଇଥିଲେ ।

helicopter crash Kobe Bryant killed
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025

ଇଗ୍ନୋର ଡିଇସିଇ ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକର ଉନ୍ମୋଚନ

August 19, 2025

ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

August 19, 2025

ଲାଇଭ୍ ହେଲା ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ପୋର୍ଟାଲ୍

August 19, 2025
Latest News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025

ଇଗ୍ନୋର ଡିଇସିଇ ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକର ଉନ୍ମୋଚନ

August 19, 2025

ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

August 19, 2025

ଲାଇଭ୍ ହେଲା ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ପୋର୍ଟାଲ୍

August 19, 2025

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ “ଆସ ସ୍କୁଲ ଯିବା” ପଦଯାତ୍ରା

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.