Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣା ପରେ ବଡ଼ ଜରିମାନା :  ଟ୍ରାକ୍ଟରକୁ 53 ହଜାର 200 ଓ ବସ୍‌କୁ 27 ହଜାରର ଜରିମାନା
ଆଜିର ଖବର

ଦୁର୍ଘଟଣା ପରେ ବଡ଼ ଜରିମାନା :  ଟ୍ରାକ୍ଟରକୁ 53 ହଜାର 200 ଓ ବସ୍‌କୁ 27 ହଜାରର ଜରିମାନା

January 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର : ସମ୍ବଲପୁରଠାରେ ହୋଇଥିବା ଏକ ଦୁର୍ଘଟଣା ପରେ ଉଭୟ ଟ୍ରାକ୍ଟର ଓ ବସ୍‌କୁ ବଡ଼ ଜରିମାନା କରାଯାଇଛି । ଦୁର୍ଘଟଣା ପରେ ଜରିମାନା ଠୁଙ୍କିଛି ପରିବହନ ବିଭାଗ । ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବସ୍‌ ଚାଳକଙ୍କୁ ବଡ଼ ଜରିମାନା। ଟ୍ରାକ୍ଟରକୁ 53ହଜାର 200, ବସ୍‌କୁ 27 ହଜାର ଟଙ୍କାର ଜରିମାନା କରାଯାଇଛି । ଟ୍ରାକ୍ଟରର ବକେୟା ଟିକସ 16 ହଜାର 200, ପରମିଟ୍‌ ବାବଦରେ 10 ହଜାର, ପ୍ରଦୂଷଣ ପାଇଁ 10 ହଜାର, ଫିଟନେସ ପାଇଁ 5 ହଜାର, ଇନସ୍ୟୁରାନ୍ସ ପାଇଁ ଦୁଇ ହଜାର ଟଙ୍କା ଫାଇନ୍‌ କରାଯିବା ସହ ଲାଇସେନ୍ସ ପାଇଁ 5 ହଜାର ଓ ଟ୍ରଲିର ଫିଟନେସ୍‌ ନଥିବାରୁ 5 ହଜାର ଟଙ୍କାର ଜରିମାନା କରାଯାଇଛି । ମୋଟ୍‌ ଉପରେ ଟ୍ରାକ୍ଟର ପାଇଁ 53 ହଜାର 200 ଟଙ୍କାର ଫାଇନ୍‌ କରାଯାଇଛି । ସେହିପରି ଯାତ୍ରୀବାହୀ ବସ୍‌ର ପରମିଟ୍‌ ନଥିବାରୁ 10 ହଜାର ଟଙ୍କା, ପ୍ରଦୂଷଣ ପାଇଁ 10 ହଜାର, ଫିଟନେସ୍‌ ପାଇଁ 5 ହଜାର ଓ ବୀମା ପାଇଁ ଦୁଇ ହଜାରଟଙ୍କାର ଫାଇନ୍‌ କରାଯାଇଛି ।

ସୂଚନାଯୋଗ୍ୟ ଯେ, କାଲି ଜାତୀୟ ରାଜପଥ -55ର ଯୁଯୁମରାଠାରେ ଟ୍ରାକ୍ଟରକୁ ଧକ୍କା ଦେଇଥିଲା ବସ୍‌ । ଏହି ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଥିବାବେଳେ ଦୁଇଜଣ ଗୁରୁତର ଆହତ ହୋଇଥିଲା ।

accident fine
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.