Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲୱାମାରେ ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ, ୪ ସହିଦ
ଆଜିର ଖବର

ପୁଲୱାମାରେ ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ, ୪ ସହିଦ

February 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Uri Baramulla: Army soldiers take position after a Junior Commissioned Officer was killed in firing from the Pakistan side along the LoC at an Indian post in Uri sector of J&K on Monday. PTI Photo(PTI10_29_2013_000028a) *** Local Caption ***

ଜମ୍ମୁ କାଶ୍ମୀର ପୁଲୱାମା ଜିଲ୍ଲାରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ପିଙ୍ଗନିଲ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଛି। କୌଣସି ସୂତ୍ରରୁ ୩-୪ ଜଣ ଆତଙ୍କବାଦୀ ପିଙ୍ଗନିଲ ଅଞ୍ଚଳରେ ଲୁଚିଥିବା ଖବର ପାଇଥିଲା ସେନା। ଏହାପରେ ସର୍ଚ୍ଚ ଅପରେସନ୍ ଜୋରଦାର ହୋଇଥିଲା। ଏତିକିବେଳେ ସୁରକ୍ଷାକର୍ମୀଙ୍କୁ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ ଆତଙ୍କବାଦୀ। ଏଥିରେ ୪ ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଆର୍ମିର ମେଜର ଜେନେରାଲ ଅଛନ୍ତି । ଏହି ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Latest News

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.