Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନବୀନ ନିବାସରେ ବିଜେଡି ସଂସଦୀୟ ଦଳ ବୈଠକ
ଆଜିର ଖବର

ଆଜି ନବୀନ ନିବାସରେ ବିଜେଡି ସଂସଦୀୟ ଦଳ ବୈଠକ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ବଜେଟ୍‌ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବିଜେଫିର ସଂସଦୀୟ ବୈଠକ ଅନୁଷ୍ଠିତ ହେବ । ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବ ।  ବିଜେଡିର ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ବୈଠକରେ ସାମିଲ ହେବେ। ଏହି ବୈଠକରେ ରେଳ ପ୍ରକଳ୍ପ, ଆୟୁଷ୍ମାନ ଭାରତ, ସିଏଏ, ଏନ୍‌ଆରସି, କୋଇଲା ରୟାଲିଟି, ଗ୍ରୀନ୍‌ ସେସ୍‌ ଆଦି ଉପରେ ଆଲୋଚନା ହେବା ନେଇ ସମ୍ଭାବନା ରହିଛି ।

naveenniwas naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Latest News

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.