Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାର୍ଡଫ୍ଲୁ ଚିନ୍ତା : ଚିଲିକାରୁ ବିଦେଶାତ ପକ୍ଷୀଙ୍କ ନମୁନା କରାଯାଉଛି ସଂଗ୍ରହ
ଆଜିର ଖବର

ବାର୍ଡଫ୍ଲୁ ଚିନ୍ତା : ଚିଲିକାରୁ ବିଦେଶାତ ପକ୍ଷୀଙ୍କ ନମୁନା କରାଯାଉଛି ସଂଗ୍ରହ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଚିଲିକା : ପୁଣି ବାର୍ଡଫ୍ଲୁ ଚିନ୍ତା । ବାର୍ଡ ଫ୍ଲୁ ରୋକିବା ପାଇଁ ଚିଲିକାରୁ ବିଦେଶାଗତ ପକ୍ଷୀଙ୍କ ନମୁନା ସଂଗ୍ରହ କରାଯାଉଛି ।  ବାର୍ଡ ଫ୍ଲୁ ପାଇଁ ଆଜିଠାରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କୁକୁଡ଼ା ମରା ଅଭିଯାନ ଆରମ୍ଭ କରାଯାଇଥିବା ବେଳେ ଚିଲିକା ନଳବଣରୁ ବିଦେଶାଗତ ପକ୍ଷୀଙ୍କ ନମୁନା ସଂଗ୍ରହ କରିଛି ବନ୍ୟପ୍ରାଣୀ ବିଭାଗ । ଏହା ସହ ବାଲୁଗାଁ ପ୍ରାଣୀ ସଂପଦ ବିଭାଗ ପକ୍ଷରୁ ମଧ୍ୟ ନମୁନା ସଂଗ୍ରହ କରାଯାଇଛି । ୩ ବିଦେଶାଗତ ପକ୍ଷୀଙ୍କ ଠାରୁ ନମୁନା ସଂଗ୍ରହ କରାଯାଇଥିବା ସୂଚନା ମିଳିଛି । ସଂଗୃହୀତ ନମୁନା ଭୋପାଳା ଟେଷ୍ଟିଂ ଲ୍ୟାବକୁ ପଠାଯିବାକୁ ବ୍ୟବସ୍ଥା କରାଯାଉଛି ।

BirdFluInBhubaneswar chilika
Share. Facebook Twitter LinkedIn Email WhatsApp Copy Link

Related Posts

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026
Latest News

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.