Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ସାଉଥ୍‌ ସୁପରଷ୍ଟାର୍‌ ରଜନୀକାନ୍ତ
ଆଜିର ଖବର

‘ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ସାଉଥ୍‌ ସୁପରଷ୍ଟାର୍‌ ରଜନୀକାନ୍ତ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ : ସାଉଥ ସୁପରଷ୍ଟାର୍‌ ରଜୀନକାନ୍ତ ବେୟର୍‌ ଗ୍ରିଲସ୍‌ଙ୍କ ଲୋକପ୍ରିୟ ଶୋ’ ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ନଜର ଆସିବେ । କର୍ଣ୍ଣାଟକର ଫରେଷ୍ଟ ଡିପାର୍ଟମେଣ୍ଟ୍‌ ଏହି ଖବରକୁ କନଫର୍ମ କରିଛନ୍ତି । ଏହି ଶୋ’ର ଶୁଟିଂ କର୍ଣ୍ଣାଟକର ବନ୍ଦିପୁର ଜଙ୍ଗଲରେ ଆରମ୍ଭ ହେଉଛି । ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଏହି ଶୁଟିଂ ତିନି ଦିନ ଧରି ଚାଲିବ । ଏହି ଶୁଟିଂରେ ରଜନୀକାନ୍ତ ଓ ଗ୍ରିଲ୍ସଙ୍କ ସହ 18ଜଣ କ୍ର୍ୟୁ ମେମ୍ବର ସାମିଲ୍‌ ରହିଛନ୍ତି । ପୂର୍ବରୁ ନରେନ୍ଦ୍ର ମୋଦି ମଧ୍ୟ ଏହି ଶୋ’ରେ ନଜର ଆସିଥିଲେ । 2019 ଅଗଷ୍ଟ12 ତାରିଖରେ ଡିସ୍କଭରୀ ଚ୍ୟାନେଲ୍‌ରେ ଏହି ଅଧ୍ୟାୟର ପ୍ରସାରଣ ହୋଇଥିଲା । ଏହା ଜିମ୍‌ କାର୍ବେଟ୍‌ ଜଙ୍ଗଲ୍‌ରେ ଶୁଟିଂ ହୋଇଥିଲା । ‘ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ ଦୁନିଆର ସବୁଠୁ ଟ୍ରେଡିଂ ଟେଲିଭିଜନ ଇଭେଣ୍ଟ ।

rajnikant
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.