Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟ ଦଙ୍ଗା ମାମଲା : 14 ଜଣଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ
ଆଜିର ଖବର

ଗୁଜରାଟ ଦଙ୍ଗା ମାମଲା : 14 ଜଣଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଗୁଜରାଟ ଦଙ୍ଗା ମାମଲାରେ 14 ଜଣଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ମଙ୍ଗଳବାର ଜାନୁୟାରୀ 28 ତାରିଖରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । ଉଲ୍ଳେଖଯୋଗ୍ୟ ଯେ, ଗୋଧ୍ରା ଦଙ୍ଗାରେ ସର୍ଦ୍ଦାରପୁରାରେ ଏହି ଅଭିଯୁକ୍ତ ମାନେ 33 ଜଣ ମୁସଲିମ୍‌ଙ୍କୁ ଜୀଅନ୍ତା ଜଳାଇ ଦେଇଥିଲେ । ଦୁଇଟି ପର୍ଯ୍ୟାୟରେ ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡାଯିବ । ପ୍ରଥମ ପର୍ଯ୍ୟାୟରେ ଇନ୍ଦୋରରୁ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଜବଲପୁରରୁ ଅଭିଯୁକ୍ତଙ୍କୁ ଜାମିନରେ ଛଡାଯିବ ବୋଲି ଜଣାପଡିଛି । ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡାଯାଇଥିବା ବେଳେ ସମାଜସେବା ଏବଂ ଧାର୍ମିକ କାର୍ଯ୍ୟକଳାପରେ ଲିପ୍ତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଦଙ୍ଗା ମାମଲାରେ 31 ଜଣ ଅଭିଯୁକ୍ତଙ୍କ ନାମ ରହିଥିବା ବେଳେ ଗୁଜରାଟ ହାଇକୋର୍ଟଙ୍କ ପକ୍ଷରୁ 14ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିବା ବେଳେ 17 ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ ।

bail godhra supremecourt
Share. Facebook Twitter LinkedIn Email WhatsApp Copy Link

Related Posts

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 10, 2026
Latest News

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 10, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତେଲେଙ୍ଗାନା ଗସ୍ତ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.