Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୟପୁର ଲିଟେରାରୀ ଫେଷ୍ଟିଭାଲରେ କାନ୍ଦିଲେ ଦିୟା : ଇଣ୍ଟରନେଟ୍‌ରେ ସମାଲୋଚନା
ଆଜିର ଖବର

ଜୟପୁର ଲିଟେରାରୀ ଫେଷ୍ଟିଭାଲରେ କାନ୍ଦିଲେ ଦିୟା : ଇଣ୍ଟରନେଟ୍‌ରେ ସମାଲୋଚନା

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ଜୟପୁର ଲିଟେରାରୀ ଫେଷ୍ଟିଭାଲ୍‌ରେ ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜା କାନ୍ଦିବା ପରେ ଇଣ୍ଟରନେଟ୍‌ରେ ଏହାକୁ ସମାଲୋଚନା କରାଯାଇଛି । ପରିବେଶ ପରିବର୍ତ୍ତନକୁ ନେଇ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଦିୟା ମିର୍ଜା କାନ୍ଦି ପକାଇଥିଲେ । ପରିବେଶ ପରିବର୍ତ୍ତନ ଏବଂ ବାସ୍କେଟ୍‌ବଲ୍‌ ଖେଳାଳି କୋବ୍‌ ବ୍ରାୟାଣ୍ଟଙ୍କ ମୃତ୍ୟୁକୁ ନେଇ ଦିୟା କାନ୍ଦିଥିଲେ । ପରିବଶବିତ୍‌ ଗ୍ରେଟା ଥନ୍‌ବର୍ଗଙ୍କ ଶସ୍ତା କପି ବୋଲି ଅଭିହିତ କରିଥିଲେ ଟ୍ବିଟ୍ଟର ବ୍ୟବହାରକାରୀ । ଦିୟା ବର୍ତ୍ତମାନ ବଲିଉଡ୍‌ରେ ଚାଲୁନଥିବାରୁ ଶସ୍ତା ଲୋକପ୍ରିୟତା ପାଇଁ ଦିୟା ଏପରି ପଦକ୍ଷେପ ନେଇଛନ୍ତି ବୋଲି ଟ୍ବିଟ୍ଟର ବ୍ୟବହାରକାରୀଙ୍କ ପକ୍ଷରୁ ମତ ପ୍ରକାଶ ପାଇଥିଲା । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026
Latest News

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.