Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହ ପାଇଁ ମନା କରିବା, ଯୁବତୀଙ୍କୁ ପଡ଼ିଲା ମହଙ୍ଗା
ଆଜିର ଖବର

ବିବାହ ପାଇଁ ମନା କରିବା, ଯୁବତୀଙ୍କୁ ପଡ଼ିଲା ମହଙ୍ଗା

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗ୍ରେଟର ନୋଏଡା : ବିବାହ ପାଇଁ ମନା କରିବା ଯୁବତୀଙ୍କୁ ବେଶ୍‌ ମହଙ୍ଗା ପଡିଛି । ଜଣେ 18 ବର୍ଷୀୟା ଯୁବତୀ ନିଜଠାରୁ ଦୁଇଗୁଣ ବୟସରେ ବଡ ଜଣେ ବ୍ୟକ୍ତିଙ୍କୁ ବିବାହ କରିବାକୁ ମନା କରିବାରୁ ତାଙ୍କୁ ତାଙ୍କ ଘରଲୋକେ ହାତ ଗୋଡ଼ ବାନ୍ଧି ମାରପିଟ୍‌ କରିଛନ୍ତି । ଯୁବତୀ ଜଣକ 40 ବର୍ଷୀୟ ବ୍ୟକ୍ତିଙ୍କୁ ବିବାହ ପାଇଁ ମନା କରିବା କାରଣରୁ ତାଙ୍କୁ ଏସବୁ ଭୋଗିବାକୁ ପଡିଛି । ଏହିପରି ଏକ ଅଭାବନୀୟ ଘଟଣାଟି ଉତ୍ତରପ୍ରଦେଶର ନୋଏଡାଠାରେ ଘଟିଛି । ଗ୍ରେଟର୍‌ ନୋଏଡାର ଥାନା ବିଶରଖ୍‌ କ୍ଷେତ୍ରର ଏକ ଭାଇରାଲ୍‌ ଭିଡିଓରୁ ଏହା ଜଣାପଡିଥିଲା । ଯେଉଁଥିରେ ଜଣେ 18 ବର୍ଷୀୟା ଯୁବତୀଙ୍କୁ 40 ବର୍ଷୀୟା ବ୍ୟକ୍ତିଙ୍କ ସହିତ ବିବାହ କରିବାକୁ ବାଧ୍ୟ କରାଯାଉଥିବାବେଳେ ଯୁବତୀ ଜଣକ ରାଜି ନହେବାରୁ ତାଙ୍କ ହାତ ଗୋଡକୁ ବାନ୍ଧି ମାଡ ମରାଯାଉଛି । ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ସହିତ ଏହି ଘଟଣାର ଯାଞ୍ଚ କରୁଛନ୍ତି । (ଏଜେନ୍ସି)

marriage
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026
Latest News

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.