Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ୍‌ ବେସ୍‌ ଉପରେ ତାଲିବାନ୍‌ ଆକ୍ରମଣ : 11 ପୋଲିସ୍‌ ନିହତ
ଆଜିର ଖବର

ପୋଲିସ୍‌ ବେସ୍‌ ଉପରେ ତାଲିବାନ୍‌ ଆକ୍ରମଣ : 11 ପୋଲିସ୍‌ ନିହତ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାବୁଲ : ଆଫଗାନିସ୍ତାନର ଏକ ପୋଲିସ୍‌ ବେସ୍‌ ଉପରେ ତାଲିବାନ ପକ୍ଷରୁ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ 11 ଜଣ ପୋଲିସ୍‌ କର୍ମଚାରୀ ନିହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ଏହି ଆକ୍ରମଣ ହୋଇଥିବା ବେଳେ ମଙ୍ଗଳବାର ଏହି ଆକ୍ରମଣ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ସୋମବାର ବିଳମ୍ବିତ ରାତିରେ ଘଟିଥିବା ଆକ୍ରମଣରେ 11 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 20 ରୁ ଅଧିକ ପୋଲିସ୍‌ କର୍ମୀ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ତାଲିବାନ ପକ୍ଷରୁ ନିଜକୁ ଦାୟୀ କରାଯାଇଛି । ଗତକାଲି ଆକ୍ରମଣ କରି ଆମେରିକୀୟ ଯୁଦ୍ଧବିମାନ ଖସାଇବା ପରେ ତାଲିବାନ ପକ୍ଷରୁ ଏହି ଆକ୍ରମଣ କରାଯାଇଥିଲା । (ଏଜେନ୍ସୀ)

afghanistan taliban
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.