Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲାହୋର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ : 11 ମୃତ
ଆଜିର ଖବର

ଲାହୋର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ : 11 ମୃତ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲାହୋର : ପାକିସ୍ତାନର ଲାହୋରରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି । ଲାହୋରର ଏକ ଫ୍ୟାକ୍ଟ୍ରିରେ ଘଟିଥିବା ଅଗ୍ନିକାଣ୍ଡରେ 11 ଜଣଙ୍କର ମୃତ୍ୟୁ ଘଟିଛି । ଏକ ଅତର ପ୍ରସ୍ତୁତକାରୀ କମ୍ପାନୀରେ ଏହି ଦୁର୍ଘଟଣା ଘଟିଛି । 11 ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଆହୁରି ଅନେକ ଲୋକ ନିଆଁରେ ଫସି ରହିଥିବା ନେଇ ଅଗ୍ନିଶମ ବିଭାଗ ଅଧିକାରୀ ରାଣା ଇଜାଜ୍‌ ଅହମଦ୍‌ ପ୍ରକାଶ କରିଛନ୍ତି । ଅନେକ ଲୋକ ନିଆଁ ମଧ୍ୟରେ ଫସି ରହିଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । (ଏଜେନ୍ସୀ)

FIREBREAKOUT lahore
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.