Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିତ୍ୟକ୍ତ କୂଅକୁ ଖସିଲା ବସ୍‌ : 7 ମୃତ
ଆଜିର ଖବର

ପରିତ୍ୟକ୍ତ କୂଅକୁ ଖସିଲା ବସ୍‌ : 7 ମୃତ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ମହାରାଷ୍ଟ୍ରରେ ଏକ ପରିତ୍ୟକ୍ତ କୂଅ ମଧ୍ୟକୁ ବସ୍‌ ଖସି ପଡିବାରୁ 7 ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ନାସିକ ସ୍ଥିତ ମାଲେଗାଓଁରେ ଏହି ଦୁର୍ଘଟଣା ଘଟିଛି । ଏହି ଘଟଣାରେ 25ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏକ ଅଟୋ ସହିତ ଧକ୍କା ଫଳରେ ଭାରସାମ୍ୟ ହରାଇ ବସ୍‌ଟି କୂଅ ମଧ୍ୟକୁ ଖସି ପଡିଥିଲା । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଆହତଙ୍କ ମଧ୍ୟରୁ ଏକାଧିକ ଗୁରୁତର ଅଛନ୍ତି । ବସ୍‌ଟିକୁ କ୍ରେନ୍‌ ଯୋଗେ ବାହାର କରାଯାଇଛି ।

accident bus
Share. Facebook Twitter LinkedIn Email WhatsApp Copy Link

Related Posts

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Latest News

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.