Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶାନ୍ତ କିଶୋର ଚାହିଁଲେ ଦଳ ଛାଡି ପାରନ୍ତି : ନୀତିଶ
ଆଜିର ଖବର

ପ୍ରଶାନ୍ତ କିଶୋର ଚାହିଁଲେ ଦଳ ଛାଡି ପାରନ୍ତି : ନୀତିଶ

January 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ରାଜନୈତିକ ପରାମର୍ଶଦାତା ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି । ପ୍ରଶାନ୍ତ କିଶୋର ଚାହିଁଲେ ଦଳ ଛାଡି ପାରନ୍ତି ବୋଲି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି । ବର୍ତ୍ତମାନ ଆପ୍‌ର ରାଜନୈତିକ ପରାମର୍ଶଦାତା ରହିଥିବାରୁ ପ୍ରଶାନ୍ତ କୁମାର ନୀତିଶଙ୍କ ରୋଷର ଶିକାର ହୋଇଛନ୍ତି । ପ୍ରଶାନ୍ତ କିଶୋର ସିଏଏକୁ ନେଇ ନୀତିଶଙ୍କୁ ଚିଠି ଲେଖିବା ସହିତ ଟ୍ବିଟ୍‌ ମଧ୍ୟ କରିଥିଲେ । ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ନୀତିଶ କହିଛନ୍ତି, ନିଜ ଇଚ୍ଛା ଅନୁସାରେ ପ୍ରଶାନ୍ତ ଚିଠି ଲେଖୁଛନ୍ତି ଏବଂ ଟ୍ବିଟ୍‌ ମଧ୍ୟ କରିଛନ୍ତି । ଯଦି ପ୍ରଶାନ୍ତ ଚାହାନ୍ତି ତେବେ ସେ ଜେଡିୟୁ ପରିତ୍ୟାଗ କରି ପାରନ୍ତି ବୋଲି ନୀତିଶ କହିଛନ୍ତି । ସେହିପରି ସିଏଏକୁ ନେଇ ପ୍ରଶାନ୍ତ କିଶୋର ଏବଂ ଅମିତ ଶାହାଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଉପରେ ମଧ୍ୟ ମତ ରଖିଛନ୍ତି । ଶାହାଙ୍କ ପରାମର୍ଶରେ ହିଁ ମୁଁ ପ୍ରଶାନ୍ତ କିଶୋରଙ୍କୁ ଦଳରେ ସାମିଲ କରିଥିଲି ବୋଲି ନୀତିଶ ମତ ଦେଇଛନ୍ତି ।

caa jdu nitishkumar prashantkishore
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026
Latest News

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.