Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତପ୍ତପାଣିରେ ଓଲଟିଲା ବସ୍‌ : 7 ମୃତ,30 ଆହତ
ଆଜିର ଖବର

ତପ୍ତପାଣିରେ ଓଲଟିଲା ବସ୍‌ : 7 ମୃତ,30 ଆହତ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ତପ୍ତପାଣି ଘାଟିରେ ଏକ ବସ୍‌ ଓଲଟି 7 ଜଣଙ୍କର ପ୍ରାଣହାନି ଘଟିଛି । ତପ୍ତପାଣିର ପାଳୁଖୋଲାରେ ବସ୍‌ଟି ଓଲଟଇ ପଡିବାରୁ 7ଜଣଙ୍କ ମୃତ୍ୟୁ ହେବା ସହିତ 30ରୁ ଅଧିକ ଆହତ ହୋଇଛନ୍ତି । ପାଟପୁର ପୋଲିସ୍‌ ଏବଂ ଚାରିଟି ଅଗ୍ନିଶମ ବିଭାଗ ଗାଡି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ଘଟଣାସ୍ଥଳରେ 5 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଡାକ୍ତରଖାନାରେ 2 ଜଣ ମହିଳାଙ୍କ ପ୍ରାଣହାନି ଘଟିଛି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାର କାରଣ ଜଣାପଡିନଥିଲେ ମଧ୍ୟ ଘନ କୁହୁଡି କିମ୍ବା ବ୍ରେକ୍‌ ଫେଲ୍‌ କାରଣରୁ ଦୁର୍ଘଟଣା ଘଟିଥିବା ଆଶଙ୍କା କରାଯାଉଛି ।

accident taptapani
Share. Facebook Twitter LinkedIn Email WhatsApp Copy Link

Related Posts

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.