Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନ କୁହୁଡି କାରଣରୁ ତପ୍ତପାଣିରେ ଦୁର୍ଘଟଣା ହୋଇଛି : ପଦ୍ମନାଭ ବେହେରା
ଆଜିର ଖବର

ଘନ କୁହୁଡି କାରଣରୁ ତପ୍ତପାଣିରେ ଦୁର୍ଘଟଣା ହୋଇଛି : ପଦ୍ମନାଭ ବେହେରା

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ତପ୍ତପାଣି ଘାଟିରେ ଦୁର୍ଘଟଣା ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଘନ କୁହୁଡି କାରଣରୁ ଦୁର୍ଘଟଣା ଘଟିଛି ବୋଲି ପରିବହନ ମନ୍ତ୍ରୀ ପ୍ରକାଶ କରିଛନ୍ତି । ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ଦୁର୍ଘଟଣାର ତଦନ୍ତ କରାଯିବ । ଗାଡି କେତେ ବେଗରେ ଯାଉଥିଲା ଏ ନେଇ ଏମ୍‌ଭିଆଇ ଏବଂ ଆରଟିଓଙ୍କ ଠାରୁ ସୂଚନା ହାସଲ କରାଯାଉଛି । ବର୍ତ୍ତମାନ ଆହତଙ୍କ ଚିକିତ୍ସା ପ୍ରାଥମିକତା ରହିଥିବା ବେଳେ ଆହତ ଏବଂ ମୃତକଙ୍କୁ କ୍ଷତିପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ଚାଲିଛି ବୋଲି ପଦ୍ମନାଭ ବେହେରା ପ୍ରକାଶ କରିଛନ୍ତି ।

accident padmanavbehERA taptapani
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.