Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁକାଶ୍ମୀର : ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁକାଶ୍ମୀର : ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜମ୍ମୁ କାଶ୍ମୀର
କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀର:  ଜମ୍ମୁ କାଶ୍ମୀରରେ ଭାରୀ ସୁରକ୍ଷା ମଧ୍ୟରେ ଜମ୍ମୁ-କାଶ୍ମୀର ହାଇଓ୍ବେ ନଗରୋଟାଠାରେ ସିଆରପିଏଫ୍‌ ପୋଷ୍ଟ ନିକଟରେ ଏନକାଉଣ୍ଟର ହୋଇଛି । ଏହି ଗୁଳି ବିନିମୟରେ  ତିନି ଆତଙ୍କୀ ନିହତ ହୋଇଛନ୍ତି । ଏହି ଗୁଳି ବିନିମୟରେ ଜଣେ ସିଆର୍‌ପିଏଫ୍‌ ଯବାନ ମଧ୍ୟ ଆହତ ହୋଇଛନ୍ତି । ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂତ୍ର ଅନୁସାରେ ଏନକାଉଣ୍ଟର ଜାରି ଥିବା ବେଳେ ପୋଲିସ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଶ୍ରୀନଗର ଅଭିମୁଖେ ଯାଉଥିବା ଏକ ଟ୍ରକକୁ ବନ ଟୋଲ ପ୍ଲାଜା ଠାରେ ଅଟକ ରଖିଛି । ସୂଚନା ଅନୁସାରେ ଟ୍ରକରେ ଆତଙ୍କବାଦୀମାନେ ଯାଉଥିଲେ ଏବଂ ସେମାନେ ପୋଲିସ ଉପରକୁ ଗୁଳି ଚାଳନା କରିଥିଲେ ।  ପୋଲିସ କହିବା ଅନୁସାରେ ଏଠାରେ ଆଜି ୨ ଥର ବଡ଼ଧରଣର ବିସ୍ଫୋରଣର ଶବ୍ଦ ଶୁଭିଥିଲା । ଏହା ପୂର୍ବରୁ କାଶ୍ମୀରର କୁପଓ୍ବାଡା କ୍ଷେତ୍ରରେ ଗୁରୁବାର ଦିନ ଏକ ଆତଙ୍କୀଙ୍କୁ ଗିରଫ କରାଯାଇଥିଲା । (ଏଜେନ୍ସି)

encounter jammukashmir
Share. Facebook Twitter LinkedIn Email WhatsApp Copy Link

Related Posts

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Latest News

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.