Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲା ଗସ୍ତ କଲେ ଫାଇଭ୍‌ ଟି ସଚିବ : ମା’ ତାରାତାରିଣୀ ମନ୍ଦିର ବୁଲି ଦେଖିବା ସହିତ ବିକାଶ ମୂଳକ କାର୍ଯ୍ୟର କଲେ ତଦାରଖ
ଆଜିର ଖବର

ଗଞ୍ଜାମ ଜିଲ୍ଲା ଗସ୍ତ କଲେ ଫାଇଭ୍‌ ଟି ସଚିବ : ମା’ ତାରାତାରିଣୀ ମନ୍ଦିର ବୁଲି ଦେଖିବା ସହିତ ବିକାଶ ମୂଳକ କାର୍ଯ୍ୟର କଲେ ତଦାରଖ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଗଞ୍ଜାମ : ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ଫାଇଭ୍‌-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ମା’ ତାରାତାରିଣୀଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିକାଶମୂଳକ କାମର ଅନୁଧ୍ୟାନ କରିଛନ୍ତି ଫାଭଇ-ଟି ସଚିବ । ଖୁବଶୀଘ୍ର ତାରାତାରିଣୀ ମନ୍ଦିରର କିଛି ବିକାଶ ମୂଳକ ପଦକ୍ଷେପ ନିଆଯିବା ନେଇ ଆଶା କରାଯାଉଛି । ସୂଚନାଯୋଗ୍ୟ, ‘ମୋ’ ସରକାର’ ଯୋଜନା କାର୍ଯ୍ୟକାରୀ ହେବାପର ଠାରୁ ‘ଫାଇଭ-ଟି’ ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଅଚାନକ ବିଭିନ୍ନ ଜିଲ୍ଲାଗସ୍ତରେ ପହଞ୍ଚି ସମୀକ୍ଷା କରୁଛନ୍ତି ।  ଏହି ଅବସରର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମଧ୍ୟ ଉପସ୍ଥିତ ରହିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବହୁ ବର୍ଷ ଧରି କ୍ଷତି ପରେ ବିଦ୍ୟୁତ ବଣ୍ଟନ କମ୍ପାନୀଗୁଡ଼ିକର ଲାଭ: ୨୭୦୦ କୋଟିର PAT ରେକର୍ଡ

January 18, 2026

ଇଣ୍ଡିଗୋ ବିମାନରେ ବୋମା ଧମକ, ଲକ୍ଷ୍ନୌରେ ଜରୁରୀକାଳୀନ ଅବତରଣ

January 18, 2026

କେଦାରନାଥ ମନ୍ଦିରରେ ରିଲ୍ ମନା: ଚାରିଧାମ ଯାତ୍ରାରେ ମୋବାଇଲ୍ ଫୋନ୍ ଉପରେ କଟକଣା

January 18, 2026

ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ: ଆଇନ ମନ୍ତ୍ରୀ

January 18, 2026
Latest News

ବହୁ ବର୍ଷ ଧରି କ୍ଷତି ପରେ ବିଦ୍ୟୁତ ବଣ୍ଟନ କମ୍ପାନୀଗୁଡ଼ିକର ଲାଭ: ୨୭୦୦ କୋଟିର PAT ରେକର୍ଡ

January 18, 2026

ଇଣ୍ଡିଗୋ ବିମାନରେ ବୋମା ଧମକ, ଲକ୍ଷ୍ନୌରେ ଜରୁରୀକାଳୀନ ଅବତରଣ

January 18, 2026

ଗ୍ରୀନଲ୍ୟାଣ୍ଡ ଉପରେ କ୍ରୋଧିତ ହୋଇ ୮ ଟି ଦେଶ ଉପରେ ଶୁଳ୍କ ଲଗାଇଲେ ଟ୍ରମ୍ଫ: ବଡ଼ ପଦକ୍ଷେପ ନେଲା EU

January 18, 2026

କେଦାରନାଥ ମନ୍ଦିରରେ ରିଲ୍ ମନା: ଚାରିଧାମ ଯାତ୍ରାରେ ମୋବାଇଲ୍ ଫୋନ୍ ଉପରେ କଟକଣା

January 18, 2026

ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ: ଆଇନ ମନ୍ତ୍ରୀ

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.