Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ଅଧିବେଶନରେ ଆର୍ଥିକ ବିଷୟ ଉପରେ ଅଧିକ ଚର୍ଚ୍ଚା କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଚଳିତ ଅଧିବେଶନରେ ଆର୍ଥିକ ବିଷୟ ଉପରେ ଅଧିକ ଚର୍ଚ୍ଚା କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ନୂଆଦିଲ୍ଲୀ : ଆଜିଠାରୁ ସଂସଦରେ ବଜେଟ୍‌ ଅଧିବେଶନ୍‌ ଆରମ୍ଭ ହୋଇଯାଇଛି । ଏହି ଅବସରରେ ଆର୍ଥିକ ସର୍ଭେକ୍ଷଣ ମଧ୍ୟ ଉପସ୍ଥାପନ କରାଯିବ । ବଜେଟ୍‌ ଅଧିବେଶନରେ ଆରମ୍ଭ ହେବା ପୂର୍ବରୁ ଏହି ଅଧିବେନଶନରେ ସାମିଲ୍‌ ହେବା ପାଇଁ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଏହି ଅଧିବେଶନରେ ଅଧିକତମ ଆର୍ଥିକ ବିଷୟ ଉପରେ ଚର୍ଚ୍ଚା କରାଯିବ । ବିଶ୍ବସ୍ତରୀୟ ଆର୍ଥିକ ସ୍ଥିତିରେ ଭାରତ କିପରି ଲାଭବାନ ହୋଇପାରିବ ସେ ସମ୍ପର୍କରେ ଚର୍ଚ୍ଚା କରାଯିବ ।

ଚଳିତ ବଜେଟ୍‌କୁ ନେଇ ମୋଦି କହିଛନ୍ତି ଯେ, ଏହା 2020ର ପ୍ରଥମ ଅଧିବେଶନ । ଏହା ଏହି ଦଶକର ପ୍ରଥମ ଅଧିବେଶନ ଅଟେ । ଆମ ସରକାର ଦଳିତ, ପୀଡ଼ିତ, ବଂଚିତ, ଶୋଷିତ, ମହିଳାଙ୍କୁ ସଶକ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅଧିବେଶନରେ ଦୁଇ ସଦନରେ ଆର୍ଥିକ ବିଷୟ ତଥା ଲୋକଙ୍କୁ ସଶକ୍ତ କରିବା ଉପରେ ଚର୍ଚ୍ଚା କରାଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନୀ ଗୁପ୍ତଚରଙ୍କ ସମ୍ପର୍କରେ ଥିଲେ ୧୫ ଅଧିକାରୀ, ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା

August 26, 2025

ଏସିଆ କପ ପୂର୍ବରୁ ଭାରତୀୟ ଦଳକୁ ଚେତାଇ ଦେଲେ ହରିସ୍ ରୌଫ୍!: ମ୍ୟାଚ୍ ପୂର୍ବରୁ ଦେଲେ ବଡ଼ ବୟାନ

August 26, 2025

ଅପରେସନ ସିନ୍ଦୂରର ସଫଳତା ଓ ସାଂସ୍କୃତିକ ପରମ୍ପରାକୁ ଆଧାର କରି ବନ୍ଦେ ଓଡିଶା କାର୍ଯ୍ୟକ୍ରମ

August 26, 2025

ଉଚ୍ଚ ଶୁଳ୍କ ଲାଗୁ କରିଥିବା ଟ୍ରମ୍ପଙ୍କୁ କିପରି ଜବାବ ଦେବ ଭାରତ?: ଜାଣନ୍ତୁ ଏହି ତିନୋଟି ବିକଳ୍ପ

August 26, 2025
Latest News

ପାକିସ୍ତାନୀ ଗୁପ୍ତଚରଙ୍କ ସମ୍ପର୍କରେ ଥିଲେ ୧୫ ଅଧିକାରୀ, ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା

August 26, 2025

ଏସିଆ କପ ପୂର୍ବରୁ ଭାରତୀୟ ଦଳକୁ ଚେତାଇ ଦେଲେ ହରିସ୍ ରୌଫ୍!: ମ୍ୟାଚ୍ ପୂର୍ବରୁ ଦେଲେ ବଡ଼ ବୟାନ

August 26, 2025

ଅପରେସନ ସିନ୍ଦୂରର ସଫଳତା ଓ ସାଂସ୍କୃତିକ ପରମ୍ପରାକୁ ଆଧାର କରି ବନ୍ଦେ ଓଡିଶା କାର୍ଯ୍ୟକ୍ରମ

August 26, 2025

ଉଚ୍ଚ ଶୁଳ୍କ ଲାଗୁ କରିଥିବା ଟ୍ରମ୍ପଙ୍କୁ କିପରି ଜବାବ ଦେବ ଭାରତ?: ଜାଣନ୍ତୁ ଏହି ତିନୋଟି ବିକଳ୍ପ

August 26, 2025

‘ଅନେକ ଦେଶରେ ଚାଲିବ ଇଭି ଯାନ, ଯେଉଁଥିରେ ଲେଖାଯିବ ମେଡ୍ ଇନ୍ ଇଣ୍ଡିଆ’, ପ୍ରଧାନମନ୍ତ୍ରୀ ମୋଦି

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.