Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିତ ଗୃହକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ : ବିରୋଧ ନାମରେ କରାଯାଉଥିବା ହିଂସା ଦେଶ ଓ ସମାଜକୁ ଦୁର୍ବଳ କରୁଛି
ଆଜିର ଖବର

ମିଳିତ ଗୃହକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ : ବିରୋଧ ନାମରେ କରାଯାଉଥିବା ହିଂସା ଦେଶ ଓ ସମାଜକୁ ଦୁର୍ବଳ କରୁଛି

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତୀୟ ଅର୍ଥବ୍ୟବସ୍ଥାର ବିଗିଡିଥିବା ପରିସ୍ଥିତି ସମୟରେ ଆଜି ସଂସଦର ବଜେଟ୍‌ ଅଧିବେଶନ ଆରମ୍ଭ ହେଉଛି । ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌କୁ ଫେବଆରୀ 1 ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିବେ । ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ 31 ତାରିଖରୁ ଫେବୃଆରୀ 11 ପର୍ଯ୍ୟନ୍ତ ହେବାକୁ ରହିଥିବାବେଳେ ଦ୍ବିତୀୟ ଅଧିବେଶନ ମାର୍ଚ୍ଚ ଦୁଇ ତାରିଖଠାରୁ ଅପ୍ରେଲ୍‌ ତିନି ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ସେଣ୍ଟ୍ରାଲ୍‌ ହଲ୍‌ରେ ସଂସଦର ଦୁଇ ଗୃହକୁ ସମ୍ବୋଧିତ କରିଛନ୍ତି । ରାଷ୍ଟ୍ରପତିଙ୍କ ସମ୍ବୋଧନ ପରେ ସରକାରଙ୍କ ତରଫରୁ ଆର୍ଥିକ ସର୍ଭେ ଉପସ୍ଥାପନ କରାଯିବ । ରାଷ୍ଟ୍ରପତି ଏହି ସମୟରେ ସରକାରଙ୍କ ଲୋକହିତକର କାର୍ଯ୍ୟ ସମ୍ପର୍କରେ ଅବଧାରଣା ଦେଇଛନ୍ତି । ଏ ଦଶନ୍ଧିରେ ସମତା ଓ ଅନ୍ତ୍ୟୋଦୟର ସ୍ବପ୍ନ ପୂରଣ ହେଉ ବୋଲି ରାଷ୍ଟ୍ରପତି କହିଛନ୍ତି। ନୂଆ ଭାରତର ନିର୍ମାଣ ପାଇଁ ଲୋକେ ସରକାରକୁ ବାଛିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ବିରୋଧ ନାମରେ କରାଯାଉଥିବା ହିଂସା ଦେଶ ଓ ସମାଜକୁ ଦୁର୍ବଳ କରୁଛି ।  (ଏଜେନ୍ସି)

presidentofindia ramanath kovind
Share. Facebook Twitter LinkedIn Email WhatsApp Copy Link

Related Posts

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026
Latest News

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.