Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ୍‌
ଆଜିର ଖବର

ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ୍‌

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ପୁଣିଥରେ ନ୍ୟାୟ ବିଳମ୍ବିତ ହୋଇଛି । ଆସନ୍ତା କାଲି ସମସ୍ତ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ପ୍ରଦାନ ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିବା ବେଳେ କୋର୍ଟ ଏହା ଉପରେ ରୋକ୍‌ ଲଗାଇଛନ୍ତି । ମାମଲାର ଆସନ୍ତା ଶୁଣାଣି ପର୍ଯ୍ୟନ୍ତ ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ଫାଶୀ ଦଣ୍ଡାଦେଶ ଉପରେ ରୋକ୍‌ ଲଗାଇଛନ୍ତି । କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ଆସନ୍ତା କାଲି ଫାଶୀ ନହେବା ସମ୍ଭାବନା ସ୍ପଷ୍ଟ ହୋଇଛି । ଦୁଇ ଅଭିଯୁକ୍ତଙ୍କ ରାଜକ୍ଷମା ଆବେଦନ ବାକି ରହିଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ରାଜକ୍ଷମା ପାଇଁ ଆବେଦନ କରିଛନ୍ତି । ତେଣୁ ଏହି ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ପ୍ରଦାନ କରାଯିବ ବୋଲି ଜଣାପଡିଛି । (ଏଜେନ୍ସୀ)

nirbhaya patialahousecourt
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Latest News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.