Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନରେ ୨୦୦ କୋଟି ଡଲାର ନିବେଶ କରିବ ସାଉଦି ଆରବ
ଆଜିର ଖବର

ପାକିସ୍ତାନରେ ୨୦୦ କୋଟି ଡଲାର ନିବେଶ କରିବ ସାଉଦି ଆରବ

February 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
FILE PHOTO: Saudi Deputy Crown Prince Mohammed bin Salman waves as he meets with Philippine President Rodrigo Duterte in Riyadh, Saudi Arabia, April 11, 2017. Bandar Algaloud/Courtesy of Saudi Royal Court/Handout/File Photo via REUTERS ATTENTION EDITORS - THIS PICTURE WAS PROVIDED BY A THIRD PARTY.

ସାଉଦି ଆରବ ରାଜାଙ୍କ ସହ ଏକ ପ୍ରତିନିଧି ଦଳ ସୋମବାର ଦିନ ପାକିସ୍ତାନ ଗସ୍ତରେ ଅଛନ୍ତି । ଇସଲାମବାଦଠାରେ ଇମ୍ରାନ୍‌ ଖାନ୍‌ ଏବଂ ସାଉଦି ରାଜାଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନାରେ ଦ୍ବିପାକ୍ଷିକ ସମ୍ପର୍କକୁ ଅଧିକ ମଜବୁତ୍‌ କରିବା, ଆର୍ଥିକ ସହଯୋଗ ବୃଦ୍ଧି, ନିବେଶ, ବାଣିଜ୍ୟ ଆଦି ପ୍ରସଙ୍ଗ ସାମିଲ୍‌ ହୋଇଥିଲା । ଅର୍ଥନୈତିକ ସଂକଟ ଦେଇ ଗତି କରୁଥିବା ପାକିସ୍ତାନରେ ୨୦୦ କୋଟି ଡଲାର ନିବେଶ କରିବାକୁ ନେଇ ସହମତି ପ୍ରକାଶ କରିଛନ୍ତି ସାଉଦି ରାଜା । ସାଉଦି ଆରବର ରାଜା ମହମ୍ମଦ ବିନ୍‌ ସଲମାନ ସାଉଦିର ବିଭିନ୍ନ ଜେଲରେ ଥିବା ୨୧୦୭ଜଣ ପାକିସ୍ତାନୀ ବନ୍ଦୀକୁ ମୁକ୍ତ କରିବାକୁ ନିର୍ଦ୍ଦେଶ କହିଛନ୍ତି । ପାକିସ୍ତାନ-ସାଉଦି ଦ୍ବିପାକ୍ଷିକ ସମ୍ପର୍କକୁ ଅଧିକ ମଜବୁତ୍‌ କରିବା ସହ ମାନବିକ ଦୃଷ୍ଟିକୋଣରୁ ଏହି ନିର୍ଦ୍ଦେଶ ଦିଆଯାଇଛି ବୋଲି ପାକିସ୍ତାନର ସୂଚନା ମନ୍ତ୍ରୀ ଫଓ୍ବାଦ ଚୌଧୁରୀ କହିଛନ୍ତି । ବିଦେଶ ପୁଞ୍ଜି ସଂଚୟ ସଂକଟ ଯୋଗୁଁ ପାକିସ୍ତାନର ଅର୍ଥନୀତି ଦୁର୍ବଳ ହୋଇପଡିଥିବାବେଳେ ଏହାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ବିଭିନ୍ନ ଦେଶକୁ ସାହାଯ୍ୟ ମାଗିଆସୁଛନ୍ତି । ଏହି କ୍ରମରେ ସେ ସାଉଦି ଆରବକୁ ଆର୍ଥିକ ସହଯୋଗ ମଧ୍ୟ ମାଗିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.